ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର; ତାପମାତ୍ରା 43.6°C ରେକର୍ଡ
by Argus News
Thu, Apr 25 | 4:07 p.m.

ଭୁବନେଶ୍ୱର: ମେ ଦ୍ୱିତୀୟ ସପ୍ତାହ ପ୍ରାରମ୍ଭ ଯାଏଁ ଜାରି ରହିବ ତାତି । ବିସ୍ତାରିତ ପରିସର ଆକଳନ ଅନୁଯାୟୀ 3 ରୁ 9 ମଇ ମଧ୍ୟ୍ୟରେ ରାଜ୍ୟର ଗ୍ରୀଷ୍ମପ୍ରବାହ ଜାରି ରହିବା ସହ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମପ୍ରବାହ ଲାଗି ରହିବ । ତଥା ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ 42°C  ରୁ 44°C ମଧ୍ୟରେ ତାତି ରେକର୍ଡ ହେବାର ସମ୍ଭାବନା ରହିଛି ।
ଆଜି ଦିନ 2ଟା 30 ସୁଦ୍ଧା ରେକର୍ଡ ତାପମାତ୍ରା 

ଝାରସୁଗୁଡା: 43.6°C
ଭୁବନେଶ୍ୱର: 42.2°C
ହୀରାକୁଦ: 42.2°C
ସମ୍ବଲପୁର: 42.2°C
କେନ୍ଦୁଝର: 41.8°C
ଚାନ୍ଦବାଲି: 41.8°C
ରାଉରକେଲା: 41.4°C
ବାଲେଶ୍ୱର: 41°C
ପୁରୀ: 35°C
ଗୋପାଳପୁର: 34.8°C
ପାରାଦ୍ୱୀପ: 34.2°C
 

ଜଳୁଛି ଓଡ଼ିଶା, ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର

24 ELECTION
47m ago
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
52m ago
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର
UPI
UPI ୱାଲେଟକୁ ଆକ୍ଟିଭେଟ କିପରି କରିବେ ?
ଅର୍ଗସ ବ୍ୟୁରୋ: ପେଟିଏମ୍ ୟୁପିଆଇ ଲାଇଟ୍ ବ୍ୟବହାର କରିଛନ୍ତି ? ଏହା ହେଉଛି ଏକ ଅନ ଡିଭାଇସ ୱାଲେଟ। ଏଥିରେ ଗ୍ରାହକ ମାନେ ସହଜରେ ଟଙ୍କା ଜମା କରିବା ସହ ନେଣଦେଣ ମଧ୍ୟ କରିପାରିବେ । ଏଥିର