ଅସହ୍ୟ ହେଉଛି ତାତି, ୨୦ ଯାଏଁ ନିସ୍ତାର ନାହିଁ
by Argus News
Thu, Apr 18 | 7:19 a.m.

ଅର୍ଗସ ବ୍ୟୁରୋ:  ୨୦ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର । ଆଗାମୀ ୫ ଦିନ ଆହୁରି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆହୁରି ଜଳିବ ଓଡିଶା। ବଢିବ ଦିନ ତାପମାତ୍ରା। ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୭ରୁ ୨୦ ତାରିଖ ଯାଏ ଅନେକ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ। ଏହା ସହ କିଛି କିଛି ଜିଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ଛୁଇଁପାରେ ନେଇ ଆକଳନ କରିଛି ବିଭାଗ ।

ନୟାଗଡ଼, ମୟୁରଭଞ୍ଜ, ନୂଆପଡା, ଗଜପତିରେ ହୋଇପାରେ ତାପମାତ୍ରାର ବର୍ଷା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ଟି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସବୁଠୁ ଅଧିକ ବର୍ଷା ୧୮ ମିମି କେନ୍ଦ୍ରାପଡାରେ ରେକର୍ଡ ହୋଇଛି। ରାଜ୍ୟରେ ବାରିପଦା ସବୁଠୁ ଅଧିକ ତାପମାତ୍ରା ଗତକାଲି ୪୩.୬ ଡିଗ୍ରୀ ରେକର୍ଡ କରାଯାଇଛି । ସେପଟେ ୨୦ ତାରିଖ ପରଠାରୁ ସ୍ୱଳ୍ପ ଆସ୍ୱସ୍ତି ମିଳିପାରେ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

AMIT SHAH
6m ago
ଢେଙ୍କାନାଳ ପରଜଙ୍ଗ ସଭାରେ ବର୍ଷିଲେ ଗୃହମନ୍ତ୍ରୀ ଅମିତ ଶାହ
ଅର୍ଗସ ବ୍ୟୁରୋ : ବିଜେଡି ସରକାରକୁ ଉପାଡ଼ି ଫୋପାଡ଼ି ଦିଅ । ଢେଙ୍କାନାଳ ପରଜଙ୍ଗ ସଭାରେ ବର୍ଷିଲେ ଗୃହମନ୍ତ୍ରୀ ଅମିତ ଶାହ । ଓଡ଼ିଶାକୁ କୌଣସି ତାମିଲ ବାବୁ ଶାସନ କରିପାରିବେନି କହିଛନ୍ତି ଶା
କାନ୍ସ ଫିଲ୍ମ
23m ago
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସାମିଲ ହେଲେ `ପଞ୍ଚାୟତ'ର ବିନୋଦ
ଅର୍ଗସ ବ୍ୟୁରୋ: ଓ୍ବେବସିରିଜ `ପଞ୍ଚାୟତ' ରେ ବିନୋଦ ଭୂମିକାରେ ନଜର ଆସିଥିବା ଅଭିନେତା ଅଶୋକ ପାଠକ ରାତାରାତି ଲୋକପ୍ରିୟ ହାସଲ କରିଥିଲେ। ଆଉ ତାଙ୍କ ନାଁ ସୋସିଆଲ ମିଡିଆରେ ଖୁବଶୀଘ୍
REFRIGERATION
36m ago
ବିନା ଫ୍ରିଜରେ ଖାଦ୍ୟ ନଷ୍ଟ ହୋଇଯାଉଛି କି ? ଜାଣନ୍ତୁ କିପରି ରଖିବେ ଖାଦ୍ୟ...
ଅର୍ଗସ ବ୍ୟୁରୋ: ଖରା ଦିନେ ଖାଦ୍ୟ ଫ୍ରିଜରେ ନରଖିଲେ ନଷ୍ଟ ହୋଇଯାଉଛି ନା। ଯେଉଁ ମାତ୍ରାରେ ଖରା ହେଉଛି ଖାଦ୍ୟ ନଷ୍ଟ ହେବା ସୁନିଶ୍ଚିତ। ତେବେ ବିନା ଫ୍ରିରେ ଖାଦ୍ୟକୁ କିପରି ସତେଜ ରଖିବ