ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ
by Argus News
Wed, Apr 17 | 8:56 a.m.

ଅର୍ଗସ ବ୍ୟୁରୋ: ଜଳୁଛି ସାରା ଓଡିଶା । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ ।  ଦୁଇ ଦିନ ପରେ ୨୦ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ଣପ୍ରବାହ ରହିବ । ତତଲା ପବନ ସାଙ୍ଗକୁ ତାତି ଅସହ୍ୟ ହେବ । ମଙ୍ଗଳବାର ୧୩ଟି ଜିଲ୍ଲାକୁ ହିଟ୍ ଓ୍ବେଭ୍ ଓ୍ବାର୍ଣ୍ଣିଂ ଜାରି ହୋଇଥିଲା । ଆଜି୧୫ଟି ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍ ଓ୍ବାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । 
ଶନିବାର ଓ ରବିବାର ଦିନ ଜଳିବ ସାରା ଓଡିଶା । ୨୦ଟି ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍ ଓ୍ବାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

ତତଲା ପବନ ଓ ପ୍ରବଳ ଖରା ଯୋଗୁଁ ଲୋକମାନେ ଆଉଟୁପାଉଟୁ ହେଉଛନ୍ତି । ସେହିପରି ୨୦ ରୁ ୨୨ ତାରିଖ ପର୍ଯ୍ୟନ୍ତ  ପାଗ ମେଘୁଆ ରହିବ । ଗୋଟିଏ କି ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସ୍କୁଟି
9m ago
ବ୍ରାଉନସୁଗାର ସହିତ ସ୍କୁଟି ଜବତ
ଭଦ୍ରକ: ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ବ୍ରାଉନସୁଗାର ସହିତ ସ୍କୁଟି ଜବତ। 2 ଜଣ ଗିରଫ । ବାଗୁରାଇ ମେଡିକାଲ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଏକ ସ୍କୁଟିରୁ 37 ଗ୍ରାମ ବ୍ରାଉନସୁଗାର ସମେ
ଡ୍ରିଙ୍କ ଫ୍ରମ ଟ୍ୟାପ
18m ago
ରାଜ୍ୟ ସରକାରଙ୍କ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ଫେଲ୍
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ଫେଲ୍। ଅତ୍ୟାବଶୀକିୟ ପାନୀୟ ଜଳ ପାଇଁ ଗ୍ରାମବାସୀ ହନ୍ତସନ୍ତ। ରାଜସ୍ଵ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ନିର୍ବାଚନ ମଣ୍ଡଳୀରେ ଗାଁର
ଖଲ୍ଲିକୋଟ ହିଂସା ପାଇଁ
ଖଲ୍ଲିକୋଟ ହିଂସା ପାଇଁ ଗଠନ ହେଲା SIT, ଗିରଫ ହେବେ ଫେରାର୍ ଅଭିଯୁକ୍ତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT . ଏସଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍