ତାତିରୁ ନାହିଁ ନିସ୍ତାର, କଲବଲ ଜନଜୀବନ
by Argus News
Mon, Apr 29 | 12:31 p.m.

ଅର୍ଗସ ବ୍ୟୁରୋ:  ଅସହ୍ୟ ତାତିରୁ ମିଳୁନି ନିସ୍ତାର। ଆଜି ମଧ୍ୟ କିଛି ସ୍ଥାନରେ ଦିନ ତାପମାତ୍ରା ୪୪ ଓ ୪୫ ସମ୍ଭାବନା । ପୁରୀ, ଗୋପାଳପୁର, ପାରାଦୀପରେ ଆଦ୍ରତା ୭୫% ଉପରେ ରେକର୍ଡ। ସାଢ଼େ ୧୧ରେ ୪୧ ଟପିଲା ପାରଦ। ବାଲେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୪ ରେକର୍ଡ। କେନ୍ଦୁଝର ୪୧, ଭୁବନେଶ୍ବର ୪୦.୪, ଝାରସୁଗୁଡ଼ା ୩୯.୮ ଡିଗ୍ରୀ । ହୀରାକୁଦ ଓ ରାଉରକେଲା ୩୯, ସମ୍ବଲପୁର ୩୮.୬ ଡିଗ୍ରୀ ରେକର୍ଡ ହୋଇଛି।

ଉପକୂଳରୁଠାରୁ ଆରମ୍ଭ କରି ଉପାନ୍ତ ଯାଏ ସବୁଠି ହେଉଛି ଅଗ୍ନିବର୍ଷା । ସକାଳ ୮ଟାରୁ ଘରୁ ବାହାରିବା ମୁସ୍କିଲ । ଅସମ୍ଭାଳ ତାତି ଓ ଗୁଳୁଗୁଳିରୁ ୧ ତାରିଖ ଯାଏ ଆଶ୍ୱସ୍ତି ମିଳିବାର ସମ୍ଭାବନା ନାହିଁ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ