ରାଜ୍ୟରେ ଜାରି ଗ୍ରୀଷ୍ମ ଲହରୀ, ଜନଜୀବନ ଅସ୍ତବ୍ୟସ୍ତ
by Argus News
Sun, Apr 28 | 8:23 a.m.

ଅର୍ଗସ ବ୍ୟୁରୋ:  ଆଜି ବି କଲବଲ କରିବ ତାତି । ରାଜ୍ୟରେ ଜାରି ରହିଛି ଭୀଷଣ ଗ୍ରୀଷ୍ମ ଲହରୀ। ଏପ୍ରିଲ ମାସରେ ରେକର୍ଡ ଭାଙ୍ଗିଛି ତାତି। ୩ ସହରର ତାପମାତ୍ରା ୪୪ ଡ଼ିଗ୍ରୀ ପାର ହୋଇଛି। ସେହିଭଳି ୧୪ ସହରରେ ତାପମାତ୍ରା ୪୩ ଡ଼ିଗ୍ରୀ ଛୁଇଁଛି। ଗତକାଲି ଅନୁଗୁଳରେ ଦିନ ତାପମାତ୍ରା ସର୍ବାଧିକ ୪୪.୭ ଡିଗ୍ରୀ ରେକର୍ଡ ହୋଇଛି। ଆଗାମୀ 4 ଦିନ ପାଇଁ ଏହି ହିଟୱେଭ ଜାରି ରହିବ। ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ସମ୍ବଲପୁର, ଝାରସୁଗୁଡା ବୌଦ୍ଧ, ସୋନପୁର ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ସକାଳୁ ସକାଳୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

BJP
1m ago
ଓଡ଼ିଆ ନେତାଙ୍କ ଦମ୍ ଓଡ଼ିଆ ଭୋଟରଙ୍କ ହାତରେ ତାମିଲ ବାବୁଙ୍କ ଧମକରେ ନୁହେଁ
ଅର୍ଗସ ବ୍ୟୁରୋ : ଓଡ଼ିଶା କ୍ୟାଡର ନୁହେଁ ପଞ୍ଜାବ କ୍ୟାଡରର ଅଫିସର ଥିଲେ ବିଜେଡିର ନୂଆ ନେତା ସାଜିଥିବା ସରକାରୀ ବାବୁ । ବାହାହେବା ପରେ କ୍ୟାଡର ବଦଳି କରି ଓଡ଼ିଶାକୁ ଆସିଥିଲେ ଚାକିରୀ କରିବ
BJP
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ