ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ଲହରୀ
by Argus News
Sun, Apr 21 | 7:33 a.m.

ଅର୍ଗସ ବ୍ୟୁରୋ:  ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମ ଲହରୀ ଜାରି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଉଭୟ ବୌଦ୍ଧ ଓ ବାରିପଦାରେ ଏପ୍ରିଲ ମାସର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦା ୧୪ ବର୍ଷର ରେକର୍ଡ ଭାଙ୍ଗିଛି। ଆଉ ଦୁଇ ଦିନ ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୩° ଅଧିକ ରହିବ। ତେବେ ଏହାପରବର୍ତ୍ତି ଦିନ ପବନ ସହ ବର୍ଷା ହେବାକୁ ଥିବାରୁ କେତେକ ସ୍ଥାନରେ ତାପମାତ୍ରା ୨° ରୁ ୩° କମିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ