ଜଳୁଛି ଓଡ଼ିଶା, ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର
by Argus News
Thu, Apr 25 | 1:59 p.m.

ଅର୍ଗସ ବ୍ୟୁରୋ: ବଢୁଛି ତାତି, ଜଳୁଛି ଓଡ଼ିଶା। ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ। ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର। ୪୧.୧ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ। ଏହା ପଛକୁ ବାଲେଶ୍ୱର ଓ ଚାନ୍ଦବାଲି ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୦.୪, ହୀରାକୁଦ ୪୦.୨, କେନ୍ଦୁଝର ୩୯.୬ ଡିଗ୍ରୀ ରେକର୍ଡ ହୋଇଛି। ଆଗକୁ ସିଭିୟର ହିଟ୍ଓ୍ବେଭ୍ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସଭିୟର ହିଟ୍ଓ୍ବେଭ ପାଇଁ ୨୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଳବୈଶାଖୀ ସମ୍ଭାବନା ଥିଲେ ବି ତାତିରେ ଲାଗିବନି ବ୍ରେକ୍।

ଯେଉଁଭଳି ଭାବରେ ତାତି ବଢ଼ୁଛି ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ୮ଟା ସୁଦ୍ଧା ତାତି ଏତେ ବଢ଼ିଯାଉଛି ଯେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ଟାଇଁ ଟାଇଁ ଖରା ସାଙ୍ଗକୁ ଝାଞ୍ଜି ପିଟୁଛି ଲୋକେ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:  

 

BJP
1m ago
ଓଡ଼ିଆ ନେତାଙ୍କ ଦମ୍ ଓଡ଼ିଆ ଭୋଟରଙ୍କ ହାତରେ ତାମିଲ ବାବୁଙ୍କ ଧମକରେ ନୁହେଁ
ଅର୍ଗସ ବ୍ୟୁରୋ : ଓଡ଼ିଶା କ୍ୟାଡର ନୁହେଁ ପଞ୍ଜାବ କ୍ୟାଡରର ଅଫିସର ଥିଲେ ବିଜେଡିର ନୂଆ ନେତା ସାଜିଥିବା ସରକାରୀ ବାବୁ । ବାହାହେବା ପରେ କ୍ୟାଡର ବଦଳି କରି ଓଡ଼ିଶାକୁ ଆସିଥିଲେ ଚାକିରୀ କରିବ
BJP
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ