ଅରୁଣାଚଳ ପ୍ରଦେଶ ଓ ଚୀନର ସୀମାରେ ଭୂସ୍ଖଳନ
by Argus News
Thu, Apr 25 | 1:00 p.m.

ଅରୁଣାଚଳ ପ୍ରଦେଶ : ଅରୁଣାଚଳ ପ୍ରଦେଶ ଓ ଚୀନର ସୀମାରେ ପ୍ରବଳ ଭୂସ୍ଖଳନ ହୋଇଛି । ଭୂସ୍ଖଳନ ହେଵା ଦ୍ଵାରା ଜାତୀୟ ରାଜପଥ ୩୩ ର ଏକ ବଡ଼ ଅଂଶ ମଧ୍ୟ ପ୍ରଭାବିତ ହୋଇଛି । ଯଦିଓ, ରାସ୍ତାର ପ୍ରଭାବିତ ଅଂଶର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି କିନ୍ତୁ ଏହି ଅଞ୍ଚଳରେ ପ୍ରବଳ ବର୍ଷା ହେତୁ ଏହାର ମରାମତି କରିବାରେ ଅସୁବିଧା ହେଉଛି

ଅରୁଣାଚଳ ପ୍ରଦେଶର ଅନେକ ଅଞ୍ଚଳରେ ପ୍ରବଳ ଭୂସ୍ଖଳନ ହେଇଥାଏ । ଏହି କାରଣରୁ ଦିବଙ୍ଗ ଘାଟିରେ ଏପରି ହେଵା ଯୋଗୁଁ ଚୀନ୍ ର ପାଖା ପାଖି ଅଞ୍ଚଳ ସହ ଯୋଗାଯୋଗ ନଷ୍ଟ ହୋଇଯାଇଛି। ଜଣେ ଅଧିକାରୀଙ୍କ କହିବାନୁସାରେ, ଗତ କିଛି ଦିନ ହେବ ସଂପୃକ୍ତ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହି କାରଣରୁ ଅନେକ ସ୍ଥାନରେ ଭୂସ୍ଖଳନ ଘଟିଛି।

ଜାତୀୟ ରାଜପଥ ଏବଂ ଭିତ୍ତିଭୂମି ବିକାଶ ନିଗମ ଲିମିଟେଡ୍ ରାଜପଥର କ୍ଷତି ହୋଇଥିଵା ଅଂଶଗୁଡିକର ମରାମତି କାର୍ଯ୍ୟ ଆରମ୍ଭ କରିଛି କିନ୍ତୁ ଲଗାତାର ବର୍ଷା ହେତୁ ମରାମତି କାର୍ଯ୍ୟ ପାଇଁ ଅନେକ ସମସ୍ୟାର ସମ୍ମୁଖୀନ ହେଵାକୁ ପଡୁଛି ।

ADR REPORT
8m ago
ଆସିଲା ଏଡିଆର୍ ରିପୋର୍ଟ; ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା
ଭୁବନେଶ୍ୱର: ଆସିଲା ଏଡିଆର୍ ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜ
24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର