ପୋଲ ଉପରେ ପାଣି ଚାଲୁଛି...
by Argus News
Fri, Jul 19 | 8:34 p.m.

ମାଲକାନଗିରି: ଲଘୁଚାପ ବର୍ଷା ଯୋଗୁଁ ମାଲକାନଗିରିରେ ସ୍ଥିତି ବେହାଲ୍ । କାଲିମେଳାଠୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନଂ NHର କାଙ୍ଗୁରୁକୋଣ୍ଡା ଓ ଏମ୍.ଭି ୯୬ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ପୋଲ ଉପରେ ୩ ରୁ ୪ ଫୁଟ୍ ଜଳ ପ୍ରବାହ ଦ୍ବାରା ଯାତାୟାତ ଠପ ହୋଇଯାଇଛି । ତେବେ କିଛି ଅମାନିଆ ଚାଳକ ବିପଦକୁ ଖାତିର ନକରି ପୋଲ ପାର ହେଉଥିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିବା ସୂଚନା ମିଳିଛି ।

 

ଆହୁରି ପଢନ୍ତୁ ଓଡିଶା ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା