ରାଜଧାନୀରେ ପ୍ରବଳ ବର୍ଷା...
by Argus News
Wed, Apr 24 | 3:54 p.m.

ଅର୍ଗସ ବ୍ୟୁରୋ: ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। ଭୁବନେଶ୍ୱରରରେ ବଦଳିଲା ପାଗ। ଯେଉଁଭଳି ଭାବରେ ତାତି ବଢ଼ିଚାଲିଥିଲା ସେଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ରାଜଧାନୀବାସୀଙ୍କୁ। ରାଜଧାନୀରେ ଘୂର୍ଣ୍ଣିଝଡ ସହ ବହୁଛି ପବନ। କାଳବୈଶାଖୀ ପ୍ରଭାବରେ ବର୍ଷା ଆରମ୍ଭ ହୋଇଛି। କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି। ତାତି କାରଣରୁ ସକାଳ ସାଢ଼େ ଆଠଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିବାବେଳେ ଆଜି ସନ୍ଧ୍ୟାରେ ଲୋକଙ୍କୁ ଆଶ୍ୱସ୍ତି ମିଳିବ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଥିବା ନଜିର ରହିଛି।

ବର୍ଷା କାରଣରୁ ଲୋକେ ଶାନ୍ତି ଶୋଇପାରିବେ। ସୂଚନାନୁସାରେ, ବର୍ଷା ପରେ ତାତି ପୁଣି ବଢ଼ିପାରେ। ଆହୁରି ଗୋଟେ ସପ୍ତାହ ତାତି ଜାଳିବ ବୋଲି କୁହାଯାଉଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ