ନନ୍ଦପୁରରେ ପ୍ରବଳ ବର୍ଷା, ମାଟି ଅତଡା ଖସି ରାସ୍ତା ବନ୍ଦ
by Argus News
Sat, Jul 27 | 1:32 p.m.

ଅର୍ଗସ ବ୍ୟୁରୋ: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକରେ ଜାରି ରହିଛି ବର୍ଷା । ଲଗାଣ ବର୍ଷା ଯୋଗୁଁ  ମାଟି ଅତଡା ଖସି ରାସ୍ତା ବନ୍ଦ ହୋଇଯାଇଥିବା ବେଳେ, ଜୟପୁର ଲମତାପୁଟ ମୁଖ୍ୟ ରାସ୍ତାରେ ବିଭନ୍ନ ଜାଗାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଛି । ଅଗ୍ନିଶମ ବିଭାଗ କର୍ମଚାରୀ ରାସ୍ତାରେ ଗଛ ଗୁଡିକୁ କାଟି ରାସ୍ତା ସଫେଇରେ ଲାଗି ପଡିଛନ୍ତି  l  ନନ୍ଦପୁର ବ୍ଲକର କାଲାଡ଼ି ଗାଁ ନିକଟରେ ମାଟି ଅତଡା ଧସି ଖେମୁଣ୍ଡୁଗୁଡା ଏବଂ ନନ୍ଦକାକୁ ଯାତାୟତ ଠପ୍‌ ହୋଇଛି l ଗତ 24 ଘଣ୍ଟାରେ କୋରାପୁଟ ଜିଲ୍ଲାରେ 949 ମିଲିମିଟର ବର୍ଷା ହୋଇଥିବା ବେଳେ, ନନ୍ଦପୁର ବ୍ଲକରେ 136 ମିଲିମିଟର ଏବଂ ଲମତାପୁଟ ବ୍ଲକ ରେ 115 ମିଲିମିଟର ବର୍ଷା ରେକର୍ଡ କରାଯାଇଛି l

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା