ବାତ୍ୟା ‘ମିଗଜୋମ୍‌’ ପ୍ରଭାବରେ ଭିଜିଲା ଓଡ଼ିଶା
by Argus News
Thu, Dec 07 | 7:20 a.m.

ଅର୍ଗସ ବ୍ୟୁରୋ : ବାତ୍ୟା ‘ମିଗଜୋମ୍‌’ ପ୍ରଭାବରେ ଭିଜିଲା ଓଡ଼ିଶା ।  ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । କୋଟିଆରେ ଭୂସ୍ଖଳନ ସହ ପାହାଡ଼ ଉପରୁ ଧସିଲା ପଥର । ଅଶାନ୍ତ ରହିବ ସମୁଦ୍ର, ମତ୍ସଜୀବୀଙ୍କୁ ବାରଣ ।  ଆଜି 4 ଜିଲ୍ଲା ପାଇଁ ୟଲୋ ଆଲର୍ଟ ଜାରି କରାଯାଇଛି । ଗଜପତି ସମେତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ପ୍ରଭାବ ପକାଇଛି।

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ

କୋରାପୁଟ ଜିଲ୍ଲା କୋଟିଆରେ ଭୂସ୍ଖଳନ ସହ ପାହାଡ଼ ଉପରୁ ପଥର ଧସିଛି ।  ବୁଧବାର ୩୩ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୭୩.୨ ମିମି ବର୍ଷା ରେକର୍ଡ କରାଯାଇଛି। ଏହାବ୍ୟତୀତ ଗୋପାଳପୁରରେ ୫୩.୧, ଭୁବନେଶ୍ବରରେ ୨୧.୫, ନୂଆପଡ଼ାରେ ୩୮.୮, ନବରଙ୍ଗପୁରରେ ୨୭, ଖୋର୍ଦ୍ଧାରେ ୨୩, ମାଲକାନଗିରିରେ ୩୦ ବର୍ଷ ରେକର୍ଡ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ