ଆସନ୍ତା ୨୭ ଯାଏଁ ଭିଜିବ ଓଡିଶା , ଏହି ଜିଲ୍ଲାକୁ ୱାର୍ଣ୍ଣିଂ
by Argus News
Tue, Jul 23 | 8:21 a.m.

ଅର୍ଗସ ବ୍ୟୁରୋ : ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା। ପ୍ରବଳ ବର୍ଷା ନେଇ ଟ୍ବିନ ସିଟି ସମେତ ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ। ଆସନ୍ତାକାଲି ଅତି ପ୍ରବଳ ବର୍ଷା ପାଇଁ ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର ଏବଂ ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ, କେଉଁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି।

ଅଧିକ ପଢନ୍ତୁ : ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଭିଜିଯିବ ଓଡ଼ିଶା

ପରବର୍ତ୍ତୀ ଲଘୁଚାପକୁ ନେଇ ବର୍ତ୍ତମାନ ସୁଦ୍ଧା କିଛି ଆକଳନ କରାଯାଇ ନାହିଁ। ରାଜ୍ୟରେ ୧ ଜୁନରୁ ବର୍ତ୍ତମାନ ସୁଦ୍ଧା ୨୨ ତାରିଖ ପର୍ଯ୍ୟନ୍ତ ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଛି। ମାଲକାନାଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଘଣ୍ଟାରେ ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ସର୍ବାଧିକ ବର୍ଷା ୧୬୪.୫ ମିଲି ମିଟର ବର୍ଷା ରେକର୍ଡ ହୋଇଛି। 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା