ବାତ୍ୟା ପରେ ଆନନ୍ଦପୁରରେ ପ୍ରବଳ ବର୍ଷା
by Argus News
Fri, Oct 25 | 6:39 p.m.

ଅର୍ଗସ ବ୍ୟୁରୋ:  ବାତ୍ୟା ଦାନା ଲ୍ୟାଣ୍ଡଫଲ ପରେ ଆନନ୍ଦପୁର ଉପଖଣ୍ଡରେ ବର୍ଷାର ପରିମାଣ ବଢିବାରେ ଲାଗିଛି।  ଲଗାଣ ବର୍ଷା ଏବଂ ପବନ ଯୋଗୁଁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ସ୍ଥାନରେ ଗଛଡାଳ ଭାଙ୍ଗି ରାସ୍ତା ଉପରେ ପଡିଥିଲା। ଏନଡିଆରଏଫ ଏବଂ ଅଗ୍ନିଶମ କର୍ମଚାରୀ ଡାଳ କାଟି ସଫା କରିଛନ୍ତି । ବାତ୍ୟା ପରବର୍ତ୍ତୀ ସମୀକ୍ଷା ପାଇଁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ସ୍ଥାନକୁ ବୁଲି ଦେଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆନନ୍ଦପୁର ଉପଖଣ୍ଡ ତଳିଆ ଅଞ୍ଚଳ ଏବଂ କଚ୍ଚା ଘରେ ଥିବା ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇ ବିଭିନ୍ନ ଜାଗାରେ ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ସଡକ ଦୁର୍ଘଟଣାରେ
now
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
4m ago
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା
AWAS GHAR
ସୁରକ୍ଷିତ ଆବାସ ନ ଥିବାରୁ ସ୍ଥାନାନ୍ତରିତ ହେଲେ ଲକ୍ଷ ଲକ୍ଷ ଲୋକ
ଅର୍ଗସ ବ୍ୟୁରୋ: ବାତ୍ୟାର ପ୍ରକୋପ ସେତେ ହେଲାନି, କିନ୍ତୁ କଚ୍ଚା ଘରେ ରହୁଥିବାଗରିବଙ୍କ ମୁଣ୍ଡ ଉପରେ ପଡ଼ିଲା ଚଡ଼କ। ପବନ ମାଡ଼ରେ ଭଦ୍ରକ ବାସୁଦେବପୁର ପୌରାଞ୍ଚଳ ୱାର୍ଡ ନଂ 23ର