ଗୁଜରାଟରେ ପ୍ରବଳ ବର୍ଷା: ୨୪ଜଣଙ୍କ ମୃତ୍ୟୁ
by Argus News
Mon, Nov 27 | 6:40 p.m.

ଅର୍ଗସ ବ୍ୟୁରୋ: ଗୁଜରାଟରେ ଅଦିନିଆ ବର୍ଷା । ବର୍ଷା ସାଙ୍ଗକୁ ପ୍ରବଳ ଘଡଘଡି ଯୋଗୁଁ ଗୋଟିଏ ଦିନରେ ୨୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ୨୩ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ବର୍ଷା ଯୋଗୁଁ ଶୀତକାଳୀନ ଫସଲ ବି ନଷ୍ଟ ହୋଇଯାଇଛି । ଏହାକୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୋକବ୍ୟକ୍ତ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଏହାସହ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। 

ସୂଚନା ଅନୁଯାୟୀ, ଗୁଜରାଟର ଦାହୋଦ ଜିଲ୍ଲାରେ ପ୍ରବଳ ବର୍ଷାରେ ଲୋକଙ୍କ ସ୍ଥିତି ବେହାଲ ହୋଇଛି। ପ୍ରବଳ ପବନ ଏବଂ ବର୍ଷା କାରଣରୁ ସୁରତ, ଜୁନାଗଡ଼ ଏବଂ ନର୍ମଦା ଅଞ୍ଚଳରେ ମାଟି ଘର ସବୁ କ୍ଷତିଗ୍ରସ୍ତ ହୋଇଛି। ପ୍ରାୟ ୨୯ଟି ଜାଗାରେ ଝୁମ୍ପୁଡ଼ି ଘର ମାଟିରେ ମିଶିବା ସହ ଫସଲ ସବୁ ନଷ୍ଟ ହୋଇଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ