ଉତ୍ତର ଭାରତରେ ପ୍ରବଳ ତୁଷାରପାତ
by Argus News
Tue, Jan 30 | 8:21 a.m.

ଅର୍ଗସ ବ୍ୟୁରୋ : ଉତ୍ତର ଭାରତରେ ପ୍ରବଳ ତୁଷାରପାତ । ଜମ୍ମୁ କାଶ୍ମୀରଠୁ ନେଇ ହିମାଚଳ ପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ରକ୍ତ ଜମାଇ ଦେଲା ଭଳି ଥଣ୍ଡା ଅନୁଭୁତ ହେଉଛି । କାଶ୍ମୀରରେ ପ୍ରବଳ ବରଫପାତ ଯୋଗୁଁ ରାସ୍ତାରେ ଜମି ରହିଛି ବରଫ । ଅନେକ ଅଞ୍ଚଳକୁ ଯିବା ମଧ୍ୟ ସମ୍ଭବ ହେଉନାହିଁ । ଫେବ୍ରୁଆରୀ ୪ ତାରିଖ ଯାଏ ଏଭଳି ସ୍ଥିତି ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ : ଶୀତ ଋତୁରେ ପ୍ରଥମଥର ପାଇଁ ଜାରି ହେଲା ଶୀତଲହରୀ ଚେତାବନୀ

ତେଣୁ ୫ ରାଜ୍ୟ ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, ଦିଲ୍ଲୀ ଏବଂ ବିହାରରେ କୋଲ୍ଡ ଡେ ଆଲର୍ଟ ଜାରି କରାଯାଇଛି । ତେବେ ବରଫ ଦେଖିବାକୁ କାଶ୍ମୀରକୁ ଛୁଟୁଛି ପର୍ଯ୍ୟଟକଙ୍କ ଭିଡ଼ । ଗୁଲମାର୍ଗରେ ବରଫପାତର ମଜା ନେଉଛନ୍ତି ଲୋକେ । ଭାରତର ଏହି ଭୂସ୍ବଗକୁ ଦେଖିବାକୁ ଦେଶ ବିଦେଶରୁ ଆସୁଛନ୍ତି ପର୍ଯ୍ୟଟକ ।

METEOROLOGICAL
8m ago
ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପା
ELECTION
13m ago
କଟକ ବାରବାଟୀରେ ଏଥରେ ମହା ଲଢେଇ
ଅର୍ଗସ ବ୍ୟୁରୋ : ବର୍ତ୍ତମାନ କଟକ ବାରବାଟୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ । କଟକ ସହରରେ ଆରମ୍ଭ ହୋଇଥିବା ଯାଇକ
BJP
20m ago
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି
ଅର୍ଗସ ବ୍ୟୁରୋ : ନିର୍ବାଚନୀ ହିଂସା ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି । ଓଡ଼ିଶା ପୋଲିସ ବିଜେଡିର ହାତ ବାରିଶି ସାଜିଛି । ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପର