ସତର୍କ ରୁହନ୍ତୁ : ପ୍ରବଳରୁ ଅତି ପ୍ରବଳ ବର୍ଷା !
by Argus News
Sat, Aug 31 | 10:15 a.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ଟ୍ବିନସିଟି ସମେତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ।

ସେହିପରି  ପ୍ରବଳ ବର୍ଷା ପାଇଁ  ନୂଆପଡା, କଳାହାଣ୍ଡି, ରାୟଗଡା, ଗଂଜାମ ଓ ଗଜପତି  ୟେଲୋ ବର୍ଣ୍ଣିଙ୍ଗ  ଜାରି କରିଛି  ବିଭାଗ । ସେହିପରି  ବିଜୁଳି ଘଡଘଡିର ସତର୍କତାକୁ  ନେଇ ଅନୁଗୁଳ, ଢେଙ୍କାନାଳ ,ବୌଦ୍ଧ , କଳାହାଣ୍ଡି, କେନ୍ଦ୍ରାପଡା, ଭଦ୍ରକ ,ଯାଜପୁର, କଟକ,  ଜଗତସିଂପୁର,  ପୁରୀ, ଖୋର୍ଦ୍ଧା ଓ ନୟାଗଡରେ  ୟେଲୋ ବର୍ଣ୍ଣିଙ୍ଗ ଜାରି କରାଯାଇଛି । ସେହିପରି   ଆଜି  ପ୍ରବଳରୁ ଅତି ପ୍ରବଳ  ବର୍ଷା ପାଇଁ ଗଜପତି,  ମାଲକାନଗିରି , କୋରାପୁଟ, ରାୟଗଡା ଓ ନବରଙ୍ଗପୁରରେ ଅରେଞ୍ଜ ବର୍ଣ୍ଣିଙ୍ଗ  ସହ ପ୍ରବଳ ବର୍ଷା  ପାଇଁ  ନୂଆପଡା  କଳାହାଣ୍ଡି  ବଲାଙ୍ଗୀର କନ୍ଧମାଳ ଗଂଜାମ କୁ ୟେଲୋ ବର୍ଣ୍ଣିଙ୍ଗ  ଜାରି କରିଛି  ପାଣିପାଗ ବିଭାଗ। ସଦୃଶ ଲଘୁଚାପ  ଫଳରେ  ୧ ତାରିଖ ଯାଏ  ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ  କରାଯାଇଛି।  

ପ୍ରଧାନମନ୍ତ୍ରୀ
2m ago
ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ମଞ୍ଜୁରୀ
ଅର୍ଗସ ବ୍ୟୁରୋ : ଆଦିବାସୀଙ୍କ ଉନ୍ନତି ଉପରେ ମୋଦି ସରକାରଙ୍କ ଫୋକସ୍ । ଆଦିବାସୀ ବହୁଳ ଅଞ୍ଚଳରେ ବିକାଶ ମୂଳକ କାମକୁ ଗତି ଦେବାକୁ ଆରମ୍ଭ ହେଉଛି ବଡ଼ ଯୋଜନା । ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନ
ନିର୍ବାଚନ
21m ago
ସାରା ଦେଶରେ ଏକାସାଙ୍ଗରେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ
ନୂଆଦିଲ୍ଲୀ : ଦେଶରେ ଏକା ସାଙ୍ଗରେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ। ଏ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ପ୍ରସ୍ତାବକୁ ମିଳିଛି ମୋଦ
ଅଟା
22m ago
ଆମେ ଖାଉଥିବା ଅଟାରେ ପୋଷକ ତତ୍ତ୍ବ ମିଳେ ନାହିଁ
ଅର୍ଗସ ବ୍ୟୁରୋ: ବର୍ତ୍ତମାନ ସବୁଥିରେ ନକଲି ଜିନିଷ ବ୍ୟବହାର ହେଉଛି । ଖାସ୍ କରି ଆମେମାନେ ଖାଉଥିବା ଜିନିଷର ଅଧିକ ଅପମିଶ୍ରତ ହେଉଛି । ଖାଦ୍ୟରେ ଅପମିଶ୍ରଣ ସମଗ୍ର ବିଶ୍ଵରେ ଦ୍ରୂ