ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି
by Argus News
Wed, Jul 24 | 9:49 a.m.

ଅର୍ଗସ ବ୍ୟୁରୋ:  ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି । ଆଗାମୀ ତିନି ଦିନ ଆହୁରି ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ନେଇ 12ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା- ଯାଜପୁର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅୁଗୁଳ, ଢେଙ୍କାନାଳ, କେନ୍ଦୁଝର । ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି 13 ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା