ସମୁଦ୍ରରେ ବୁଡ଼ି ଯୁବକ ନିଖୋଜ ଘଟଣା, ଖୋଜୁଛି ହେଲିକପ୍ଟର
by Argus News
Thu, Jun 20 | 12:16 p.m.

ଅର୍ଗସ ବ୍ୟୁରୋ:  ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଯୁବକ ନିଖୋଜ ଘଟଣା। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ ବେହେରା। ବୁଧବାର ଅପରାହ୍ନରେ ହେମନ ତାଙ୍କ ୪ରୁ ୫ ଜଣ ସାଙ୍ଗଙ୍କ ସହ ସମୁଦ୍ରକୁ ଗାଧୋଇବାକୁ ଆସିଥିଲେ। ଗାଧୋଇବା ବେଳେ ପାଣିରେ ଭାସି ଯାଇଥିଲେ ହେମନ। କାଲିଠୁ ନିଖୋଜ ଅଛନ୍ତି ହେମନ। ତେବେ  ଅଗ୍ନିଶମ ବିଭାଗ, ଓଡ୍ରାଫ୍‌ ଓ ପୋଲିସ ଟିମ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ କୋଷ୍ଟଗାର୍ଡର ହେଲିକେପ୍ଟର ନିୟୋଜିତ ହୋଇଛି। ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ନିର୍ଦେଶ ଦେଇଥିଲେ ଏସଆରସି l ତେବେ ଘଟଣା ସ୍ଥଳରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ଅତିରିକ୍ତ ଜିଲ୍ଲାପାଳ, ଛତ୍ରପୁର ଉପ ଜିଲ୍ଲାପାଳ ଉପସ୍ଥିତ ଅଛନ୍ତି। ଜୋରସୋରରେ ଚାଲିଛି ଉଦ୍ଧାର କାର୍ଯ୍ୟ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା