ବିଜେପି ପକ୍ଷରୁ ହେଲ୍ପ ଲାଇନ୍ ନଂ ୦୬୭୪-୨୩୯୩୯୮୪ ଜାରି
by Argus News
Wed, Oct 23 | 1:26 p.m.

ଅର୍ଗସ ବ୍ୟୁରୋ: ବତ୍ୟା ପାଇଁ ଜୋରଦାର ପ୍ରସ୍ତୁତି ।  ବିଜେପିର ବାତ୍ୟା ହେଲ୍ପ ଲାଇନ୍ ଜାରି ହୋଇଛି । ବିଜେପି ପକ୍ଷରୁ ହେଲ୍ପ ଲାଇନ୍ ନଂ ୦୬୭୪-୨୩୯୩୯୮୪ ଜାରି । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା । ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ । ସମସ୍ତ ବିଧାୟକ, ମନ୍ତ୍ରୀ ଓ କାର୍ଯ୍ୟକର୍ତ୍ତା ଲୋକଙ୍କ ସେବାରେ ରହିବେ ବୋଲି କୁହାଯାଇଛି । ମୁକାବିଲା ପାଇଁ ଦଳମତ ନିର୍ବିଶେଷରେ ଆଗେଇ ଆସନ୍ତୁ । ବାତ୍ୟା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତ । କହିଲେ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ପ୍ରଭାବିତ ଜିଲ୍ଲାର CDMOଙ୍କୁ ନିର୍ଦେଶ ଦିଆଯାଇଛିଯେ ଆଶୁ ଚିକିତ୍ସା ପାଇଁ ପ୍ରସ୍ତୁତ ରହିବାକୁ ତାହା ସହ ସାପ କାମୁଡ଼ା ଇଞ୍ଜେକ୍ସନ ରଖିବା ସହ ଆଲର୍ଟ ରହିବେ । 

 

SUBHADRA YOJANA
9m ago
ରାଜ୍ୟ କ୍ୟାବିନେଟ୍‌ରେ 6 ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ରେ 6 ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି
ନିର୍ବନ୍ଧ ପରେ ଆରମ୍ଭ
28m ago
ନିର୍ବନ୍ଧ ପରେ ଆରମ୍ଭ ହେଲା ଶୋଭିତା-ଚୈତନ୍ୟଙ୍କ ବିବାହ କାର୍ଯ୍ୟକ୍ରମ
ଅର୍ଗସ ବ୍ୟୁରୋ: ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କର
CYCLONE UPDATE
56m ago
ଉତ୍ତର ଓଡିଶାରେ ଆରମ୍ଭ ହେଲାଣି ବର୍ଷା...
ଭୁବନେଶ୍ୱର: ସ୍ଥଳଭାଗ ଛୁଇଁଛି ବାତ୍ୟାର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡାରେ ଏହାର ପ୍ରାଥମିକ ପ୍ରଭାବ ଦେଖିବାକୁ ମିଳିଛି । ପାରାଦୀପରୁ ରାଡାରରୁ ମିଳିଥିବା ତଥ୍ୟରୁ ଏହି ସୂଚନା ମିଳିଛି