ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ 
by Argus News
Mon, Feb 26 | 6:37 p.m.

 ପୁରୀ:  ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ। ଆସନ୍ତା ୨୯ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସରକାରଙ୍କୁ ରିପୋର୍ଟ ଦିଆଯିବ ବୋଲି ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ପୁରୀରେ ରଘୁନନ୍ଦନ ଲାଇବ୍ରେରୀ ଏବଂ ଶ୍ରୀଜଗନ୍ନାଥ ରିସେପସନ୍ ସେଂଟର ପାଇଁ ଚାଲିଥିଲା ଖନନ ଦୁଇ ଦିନ ହେବ ବନ୍ଦ ରହିଛି।

୭.୫ ମିଟର ଖନନ ପାଇଁ ଅନୁମତି ମିଳିଥିବା କୁହାଯାଉଛି। ତେବେ ଏନେଇ ଏଏସଆଇକୁ କୌଣସି ଲେଟର ଆସି ନଥିବାବେଳେ ଏହା ଉପରେ ଯାଞ୍ଚ କରିବୁ ବୋଲି ଏଏସଆଇର ଓଡ଼ିଶା ମୁଖ୍ୟ ଡିବି ଗଡ଼ନାୟକ କହିଛନ୍ତି। ପୂର୍ବରୁ ପରିକ୍ରମା ପ୍ରକଳ୍ପ ସମୟରେ ଆଇଆଇଟି ଗାନ୍ଧୀନଗର ଦ୍ଵାରା କରାଯାଇଥିବା ଜିପିଆରଏସ୍ ସର୍ଭେ ରିପୋର୍ଟ ମଧ୍ୟ ଏଏସଆଇକୁ ଦିଆଯାଇନାହିଁ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ED
8m ago
୧୨ ଦୁର୍ନୀତିଖୋରଙ୍କ ଘରେ ପଶିବ ଇଡି
ଅର୍ଗସ ବ୍ୟୁରୋ: ବିଜେଡିରେ ଛନକା । ୧୨ ଦୁର୍ନୀତିଖୋରଙ୍କ ଘରେ ପଶିବ ଇଡି, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ପହଞ୍ଚିଲା ୧୨ କୋଟିପତି ସରକାରୀ ବାବୁଙ୍କ ମାମଲା । ଇଡି ପକ୍ଷରୁ ସେସବୁ ମାମଲା
ସର୍ବଭାରତୀୟ ନିଟ
32m ago
ସର୍ବଭାରତୀୟ ନିଟ ପରୀକ୍ଷାରେ ସଫଳ ହେବା ସହ ଡାକ୍ତର ହେବେ ଦିପୁ
ଅର୍ଗସ ବ୍ୟୁରୋ: ଜୀବନର ସଂଘର୍ଷ ତାଙ୍କୁ ଶିଖାଇଦେଇଛି ବଞ୍ଚିବା। ଯେଉଁ ବୟସରେ ବାପାଙ୍କ ହାତ ଧରି ଏ ଦୁନିଆକୁ ଦେଖିବା କଥା। ସେ ବୟସରେ ବିଧାତା ବି ତାଙ୍କୁ କଷଣ ଦେଇଛି। କିନ୍ତୁ ବାପାଙ୍
ମାଓ ପ୍ରବଣ ଅଞ୍ଚଳରେ
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ