ଜାହାଜକୁ ଗିରଫ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, କୋକେନ ଜାହାଜକୁ ବାନ୍ଧ  
by Argus News
Sat, Feb 24 | 8:51 a.m.

 କଟକ:  ଜାହାଜକୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏମଭି ଦେବୀ ନାମକ ଜାହାଜକୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ପ୍ରାଇଭେଟ ଲିମିଟେଡକୁ ବ୍ୟବହାର କରି ଭଡ଼ା ବାବଦକୁ 7 କୋଟି 95 ଲକ୍ଷ ଟଙ୍କା ନଦେବାରୁ ଏହି ଜାହାଜକୁ ଗିରଫ କରିବା ପାଇଁ ବର୍ତ୍ତମାନ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଏହା ବ୍ୟତୀତ ଏହି ଜାହାଜରୁ 22 କେଜି କୋକେନ୍ ଜବତ କରାଯାଇଥିଲା। ପାରାଦୀପରେ ହିଁ ଏହି ଜାହାଜକୁ ଗିରଫ ପାଇଁ କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ପିଆଇସିଟି ପକ୍ଷରୁ ଆଗତ ମାମଲାର ଶୁଣାଣୀ କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ 7 ରେ ମାମଲାର ପରବର୍ତ୍ତୀ ଶୁଣାଣୀ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ