ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ 
by Argus News
Wed, Apr 10 | 12:02 p.m.

କଟକ: ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଝଟକା । ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ନିମ୍ନ ଅଦାଲତ ମୋକିମ୍‌ଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିବାବେଳେ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ କୋର୍ଟ । 

ଆହୁରି ପଢନ୍ତୁ ଓଡିଶା ଖବର...
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ