ଆଜି ସଂସଦରେ 2ଟି ବଡ଼ ବିଲ୍ ଉପରେ ବିବୃତ୍ତି ରଖିବେ ଶାହ
by Argus News
Wed, Dec 06 | 7:38 a.m.

ଅର୍ଗସ ବ୍ୟୁରୋ:  ଆଜି ସଂସଦରେ 2ଟି ବଡ଼ ବିଲ୍ ଉପରେ ହେବ ଆଲୋଚନା । ଜାମ୍ମୁ-କାଶ୍ମୀର ସଂରକ୍ଷଣ ବିଲ୍-2023 ଏବଂ ଜାମ୍ମୁ-କାଶ୍ମୀର ପୁନର୍ଗଠନ ବିଲ୍‌-2023 ଉପରେ ଲୋକସଭାରେ ବଡ଼ ବିବୃତି ରଖିବେ ଗୃହମନ୍ତ୍ରୀ । ଜାମ୍ମୁ କାଶ୍ମୀର ସଂରକ୍ଷଣ ସଂଶୋଧନ ବିଧେୟକ 2023କୁ ଗତ ଜୁଲାଇ 26 ତାରିଖରେ ଲୋକସଭାରେ ଉପସ୍ଥାପନ କରାଯାଇଥିଲା । 

ଏହା ଜାମ୍ମୁ ଓ କାଶ୍ମୀର ସଂରକ୍ଷଣ ଅଧିନିୟମ 2004ର ସଂଶୋଧନ କରୁଛି । ଏହି ଅଧିନିୟମ ଅନୁସୂଚିତ ଜାତି, ଜନଜାତି, ଅନ୍ୟ ସାମାଜିକ ଓ ଶୈକ୍ଷିକ ଭାବେ ପଛୁଆ ବର୍ଗର ଲୋକଙ୍କୁ ଚାକିରି ଓ ବ୍ୟାବସାୟିକ ସଂସ୍ଥାରେ ଭର୍ତ୍ତି ହେବା ପାଇଁ ସଂରକ୍ଷଣ ପ୍ରଦାନ କରେ ।

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ