ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ପୋଲିସର ତଦନ୍ତ ଆରମ୍ଭ
by Argus News
Sat, Jan 20 | 3:17 p.m.

ଅର୍ଗସ ବ୍ୟୁରୋ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗାଙ୍ଗପୁରା ଗାଁରେ ହତ୍ୟାକାଣ୍ଡ। ଭଗବାନ ପ୍ରଧାନ ନାମକ ଜଣେ ଯୁବକକୁ ହତ୍ୟା। ବର୍ଷେ ପୂର୍ବରୁ ଗାଁରେ ଭଗବାନଙ୍କ ସହ କିଛି ଲୋକଙ୍କ ସହ ଝଗଡା ସହ ମାଡ଼ପିଟ ହୋଇଥିଲା। ସେହି କାରଣରୁ ଭଗବାନକୁ ହତ୍ୟା କରାଯାଇଥିବା ସନ୍ଦେହ କରୁଛନ୍ତି ଲୋକେ। ତେବେ ଏହି ହତ୍ୟାକାଣ୍ଡ ଘଟଣାରେ ଜଣେ ଟ୍ରାକ୍ଟର ମାଲିକ ଭାଗବତ ପ୍ରଧାନ ନିଜ ଟ୍ରାକ୍ଟର ସହ ରେମୁଣା ଥାନାରେ ପହଂଚି ଭଗବାନ ତାଙ୍କ ଗାଡି ଆଗକୁ ଚାଲି ଆସିଥିବା କହି ରେମୁଣା ଥାନାରେ ଆତ୍ମସମର୍ପଣ କରିଥିବା ଜଣା ପଡ଼ିଛି। ତେବେ ରେମୁଣା ପୋଲିସ ଘଟଣାସ୍ଥଳରେ ପହଂଚି ଅଧିକ ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

METEOROLOGICAL
9m ago
ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପା
ELECTION
14m ago
କଟକ ବାରବାଟୀରେ ଏଥରେ ମହା ଲଢେଇ
ଅର୍ଗସ ବ୍ୟୁରୋ : ବର୍ତ୍ତମାନ କଟକ ବାରବାଟୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ । କଟକ ସହରରେ ଆରମ୍ଭ ହୋଇଥିବା ଯାଇକ
BJP
20m ago
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି
ଅର୍ଗସ ବ୍ୟୁରୋ : ନିର୍ବାଚନୀ ହିଂସା ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି । ଓଡ଼ିଶା ପୋଲିସ ବିଜେଡିର ହାତ ବାରିଶି ସାଜିଛି । ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପର