ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
by Argus News
Sat, May 18 | 8:22 a.m.

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ ସମିତି ସଭାଗୃହରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଆସବାବପତ୍ର। ସୂଚନା ଅନୁସାରେ ଗତ କାଲି ବିଳମ୍ବିତ ରାତି ପ୍ରାୟ ୩ ଟା ସମୟରେ ବିଦ୍ୟୁତ ସଟସର୍କିଟ ଘଟି ପଞ୍ଚାୟତ ସମିତି ସଭାଗୃହ ଠାରେ ନିଆଁ ଲାଗିଥିଲା। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଅଳ୍ପ ସମୟ ମଧ୍ୟରେ ସମ୍ପୂର୍ଣ୍ଣ ସଭାଗୃହ ଜଳିପୋଡି ପାଉଁଶ ହୋଇଯାଇଛି।

ଅଧିକ ପଢନ୍ତୁ : ତୀର୍ଥଯାତ୍ରୀ ବସରେ ନିଆଁ , ୮ ଜୀବନ୍ତ ଦଗ୍ଘ

ସଭାଗୃହ ମଧ୍ୟରେ ଥିବା ଦୁଇଟି ଏସି, ଚାରୋଟି ହ୍ୟାଙ୍ଗିଙ୍ଗ ଫ୍ୟାନ, କୋଡିଏ ରୁ ଉର୍ଦ୍ଧ ଚେୟାର, ଓ ସଭାଗୃହ ଛାତ ସିଲିଂ ନିଆଁରେ ଜଳି ଯାଇଥିବା ଦେଖିବାକୁ ମିଳିଛି। ଘଟଣା ସମ୍ପର୍କରେ ଖବର ପାଇ କାମାକ୍ଷାନଗର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ।

କେମିତି କଟିବ
5m ago
କେମିତି କଟିବ ଆଜିର ଦିନ....ସତର୍କ ରୁହନ୍ତୁ ଏହି ରାଶି
ଅର୍ଗସ ବ୍ୟୁରୋ: ଆପଣଙ୍କ ଦିନଟି କେମିତି କଟିବ ସେ ପାଇଁ ଚିନ୍ତିତ କି? ତାହେଲେ ଚାଲନ୍ତୁ ଜାଣିବା। ମେଷ- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋ
ଆସନ୍ତା ଦୁଇ ଦିନ ମଧ୍ୟର
23m ago
ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ
ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଲଘୁଚାପ ଆହୁରି ଘନୀଭୂତ ହେବାକୁ ବଳଗୋଟାଉଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ। ଉତ୍ତର-ପଶ୍ଚି
ଆଜି ଚାଷୀଙ୍କୁ
32m ago
ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା
ଅର୍ଗସ ବ୍ୟୁରୋ: ନୂଆଁଖାଇ ଉପଲକ୍ଷେ ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଚାଷୀଙ୍କୁ ସିଏମ୍ କିଷାନ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଏମ୍ କିଷାନ ସହାୟତା ଅନ୍ତର୍ଗତ ଉପକୃତ ହେବ