ନୟାଗଡ଼ରେ ଇଲେକ୍ଟ୍ରୋନିକସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ
by Argus News
Thu, Nov 30 | 1:11 p.m.

ଅର୍ଗସ ବ୍ୟୁରୋ: ଜଳିଗଲା ଦେଢ଼ କୋଟି ଟଙ୍କାର ଉର୍ଦ୍ଧ୍ବ ସାମଗ୍ରୀ। ଏଭଳି ଭୟାବହ ଅଗ୍ନିକାଣ୍ଡ ଘଟିଛି ନୟାଗଡ଼ ଓଡ଼ଗାଁ ରାସ୍ତାରେ ଥିବା ଇଲୋକ୍ଟ୍ରୋନିକ୍ସ ଦୋକାନରେ। ସୂଚନା ଅନୁସାରେ ନୟାଗଡ଼ ଓଡ଼ଗାଁ ରାସ୍ତାରେ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ସମ୍ମୁଖରେ ଥିବା ଇଲୋକ୍ଟ୍ରୋନିକ୍ସ ହାଉସରେ ବିଳମ୍ବିତ ରାତିରେ  ସଟସର୍କିଟ ଯୋଗୁ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। 

ଖବର ପାଇ ସୋରୁମ ମାଲିକ ଓ ତାଙ୍କ ପରିବାର ଲୋକ ଘଟଣା ସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ନୟାଗଡ଼ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସୋରୁମରେ ଥିବା ସମସ୍ତ ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ତେବେ ପ୍ରାୟ ଦେଢ଼ କୋଟି ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ନେଇ ସୂଚନା ମିଳିଛି l 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ