ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ
by Argus News
Thu, Jul 25 | 12:39 p.m.

ଅର୍ଗସ ବ୍ୟୁରୋ:  ଅପରାହ୍ନ ୪ ଟା ଯାଏଁ  ଗୃହ ମୁଲତବି। ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି। ଗୃହକୁ ମୁଳତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ ପୁଣି ଥରେ ଗୃହର ମଧ୍ୟ ଭାଗରେ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ।  ହଟ୍ଟଗୋଳ ମଧ୍ୟରେ ଆରମ୍ଭ ହେଲା ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା । ବିଜେଡ଼ି ପଏଣ୍ଟ ଅଫ ଅର୍ଡର ମାଗିବା ସହ ବିରୋଧୀ ଦଳ ନେତାଙ୍କୁ ଗିରଫ ଶବ୍ଦ ପ୍ରସିଡ଼ିଂରୁ ହଟାଇବା ପାଇଁ ଦାବି କରି ବିଜେଡ଼ି ସଦସ୍ୟଙ୍କ ହଟ୍ଟଗୋଳ । ହଟ୍ଟଗୋଳ ବଢିବାରୁ ଗୃହକୁ ଅପରାହ୍ନ 4ଟା ଯାଏଁ ମୁଲତବୀ କଲେ ବାଚସ୍ପତି ।

ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର ବୃଦ୍ଧି ଉପରେ ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଉତ୍ତର ବେଳେ ହଟ୍ଟଗୋଳ କରିଥିଲେ ବିଜେଡ଼ି ଓ କଂଗ୍ରେସ ସଦସ୍ୟ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ