ମଣ୍ଡଳୀରେ ବିଜେଡି ଛାଡ଼ି ବିଜେପିରେ ମିଶିଲେ ଶତାଧିକ ନେତା ଓ କର୍ମୀ
by Argus News
Mon, Oct 14 | 2:04 p.m.

ଭୁବନେଶ୍ୱର:  ଦୁର୍ବଳ ହେବାରେ ଲାଗିଛି ବିଜେଡି । ପୋଲସରା ନିର୍ବାଚନ ମଣ୍ଡଳୀରେ ବିଜେଡି ଛାଡ଼ି ବିଜେପିରେ ମିଶିଲେ ଶତାଧିକ ନେତା ଓ କର୍ମୀ । ପ୍ରସିଦ୍ଧ ଦେବୀ ପୀଠ ମାଆ ସିଂହସନୀଙ୍କ ମନ୍ଦିରରେ ଆୟୋଜିତ ବିରାଟ ମିଶ୍ରଣ ପର୍ବରେ ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ଓ ଏମଏସଏମଇ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ବରେ ଶତାଧିକ ବିଜେଡି କର୍ମୀ ଦଳ ଛାଡ଼ି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସମସ୍ତଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ବାଗତ କରିଥିଲେ । ସମସ୍ତେ ମିଶି କିପରି ଏହି ଅଞ୍ଚଳର ବିକାଶ ହୋଇପାରିବ ଏଥିପାଇଁ ସହଯୋଗ ଲୋଡିଥିଲେ ମନ୍ତ୍ରୀ । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

CANADA
ହରଦୀପ ସିଂହ ନିଜ୍ଜର ମାମଲା; କାନାଡ଼ାକୁ ଭାରତର ଦୃଢ଼ ଜବାବ
ଅର୍ଗସ ବ୍ୟୁରୋ: କାନାଡ଼ାକୁ ଭାରତର ଦୃଢ଼ ଜବାବ । ହରଦୀପ ସିଂହ ନିଜ୍ଜର ମାମଲାରେ କାନାଡ଼ା ପିଏଙ୍କ ବୟାନକୁ ତୀବ୍ର ବିରୋଧର କରିବା ସହ ଭାରତ କାନାଡ଼ା ହାଇ କମିଶନରଙ୍କୁ ରିପୋର୍ଟ ତଲବ କରିଛି
ଚିରାଗ ପାସୱାନ
ଚିରାଗଙ୍କୁ ସିଆରପିଏଫର Z ବର୍ଗର ସୁରକ୍ଷା
ଅର୍ଗସ ବ୍ୟୁରୋ: ବଢ଼ିଲା କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନଙ୍କ ସୁରକ୍ଷା । ଗୃହ ମନ୍ତ୍ରଣାଳୟ ପକ୍ଷରୁ ଚିରାଗଙ୍କୁ ସିଆରପିଏଫର Z ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି । ଚିରାଗଙ୍କ ସୁରକ୍ଷା ପାଇ
ମୋହନ ମାଝୀ
ପୂର୍ବ ସରକାରରେ ଗଣତନ୍ତ୍ର ବଦଳରେ ଚାଲିଥିଲା ଅମଲାତନ୍ତ୍ର
ଅର୍ଗସ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତର ଆଜି ଶେଷ ଦିନ । ଆଜି ଦିନ ୧୨ଟା ୪୫ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ଲକ୍ଷ୍ମୀ ପଡିଆରେ ବିଜେପିର ମେଗା ସଦସ୍ୟତ