ବେଆଇନ ମଦ ବିରୋଧରେ ଶହଶହ ମହିଳାଙ୍କ ରାଲି
by Argus News
Sun, Oct 06 | 8:49 a.m.

ଅର୍ଗସ ବ୍ୟୁରୋ : ବେଆଇନ ମଦ ବିରୋଧରେ ଗର୍ଜିଲେ ବରଗଡ଼ ସଦର ଖଲିଆପାଲି ଗାଁ ସ୍କୁଲ ପଡ଼ାର ଶହ ଶହ ମହିଳା । ଗାଁରେ ନିଶା ବନ୍ଦ୍ ଦାବି ନେଇ ହାତରେ ପ୍ଲାଗ କାର୍ଡ ଧରି ମହିଳାଙ୍କ ରାଲି।  

ଅଧିକ ପଢନ୍ତୁ : ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଗାଁରେ ବେଆଇନ ମଦ ଓ ନିଶା ଦ୍ରବ୍ୟ ବିକ୍ରି ହେଉଥିବାରୁ ଗାଁର ଯୁବକ ମାନେ ନିଶା ଗ୍ରସ୍ତ ହୋଇ ପଥଭ୍ରଷ୍ଟ ହେଉଥିବାରୁ ଗାଁରେ ସମ୍ପୂର୍ଣ ମଦ ଓ ନିଶା ବନ୍ଦ୍ କରିବା ପାଇଁ ଅଣ୍ଟା ଭିଡିଛନ୍ତି ମହିଳା ମାନେ ।

ଗର୍ଭବତୀ
16m ago
ଗର୍ଭବତୀଙ୍କୁ ଦିଆଯାଇଛି  Expiry ମେଡିସିନ୍
ଯାଜପୁର: ଗର୍ଭବତୀଙ୍କୁ ଦିଆଯାଇଛି ଏକ୍ସପାଇରୀ ମେଡିସିନ୍ । ଦୁଇ ମାସ ପୂର୍ଵରୁ ଔଷଧଗୁଡିକ ଏକ୍ସପାଇରୀ ହୋଇସାରିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଞ୍ଝାରପୁ
POLICE
ଚଢ଼ାଉ କରି ମୂର୍ତ୍ତି ସମେତ ମୂଲ୍ୟବାନ ସାମଗ୍ରୀ ଜବତ
ଅର୍ଗସ ବ୍ୟୁରୋ: ବିଭିନ୍ନ ମନ୍ଦିରରୁ ମୂଲ୍ୟବାନ ମୂର୍ତ୍ତି ଚୋରି ଘଟଣାରେ ଚଢେଇଗାଁର ଅଭିଯୁକ୍ତଙ୍କ ଘରେ ପୋଲିସ ଚଢ଼ାଉ । ଚଢ଼ାଉ କରି ମୂର୍ତ୍ତି ସମେତ ମୂଲ୍ୟବାନ ସାମଗ୍ରୀ ଜବତ
INCIDENT
ବିଶ୍ୱବିଦ୍ୟାଳୟ ରାଗିଂ, ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ
ଅର୍ଗସ ବ୍ୟୁରୋ: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରାଗିଂ ଘଟଣା । ଶୃଙ୍ଖଳା କମିଟିର ତଦନ୍ତ ପରେ ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଘଟଣାରେ ସଂପୃକ୍