ସ୍ତ୍ରୀକୁ ଛୁରିରେ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା
by Argus News
Sat, Nov 02 | 8:40 a.m.

ଅର୍ଗସ ବ୍ୟୁରୋ : ସ୍ତ୍ରୀକୁ ହତ୍ୟା କରି ସ୍ବାମୀର ଆତ୍ମହତ୍ୟା । ଅଭାବନୀୟ ଘଟଣା ଘଟିଛି ବରଗଡ଼ ଭଟଲୀ ଥାନା କୁସନପୁରୀ ଗାଁରେ । ମୃତକ ହେଲେ କିଶୋର ଭୁଏ ଓ ସ୍ତ୍ରୀ ସୁନିତା ଭୁଏ । ସ୍ତ୍ରୀକୁ ଛୁରିରେ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା । ବରଗଡ଼ ଜିଲ୍ଲା ଭଟଲୀ ଥାନା କୁସନପୁରୀ ଗାଁ ବିଜୟା  ଛକରେ ଘଟିଛି ଅଭାବନୀୟ ଘଟଣା । ମୃତକ  ହେଲେ କିଶୋର ଭୁଏ ଓ ସ୍ତ୍ରୀ ସୁନିତା ଭୁଏ ।

ଅଧିକ ପଢନ୍ତୁ : ପତ୍ନୀଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା ଘଟଣା, ଫରେନସିକ ଲ୍ୟାବକୁ ଗଲା ହତ୍ୟାକାଣ୍ଡରେ ବ୍ୟବହୃତ ସିରିଞ୍ଜ

ଭଟ୍ଲି ପୋଲିସ ମୃତ ଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିବା ବେଳେ ସାଇନଟିଫିକ ଟିମ୍ ଓ ପୋଲିସ ତଦନ୍ତ ଆରମ୍ଭ କରିଛି ।ସ୍ବାମୀ ସ୍ତ୍ରୀ ମଧ୍ୟରେ କଳହ ଯୋଗୁଁ ଏଭଳି ଘଟଣା ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତ ରୁ ସୂଚନା ।

ବିଧାୟକଙ୍କ
ବିଧାୟକଙ୍କ PSO ଦେଇଥିବା ମାମଲା ନେଲା କ୍ରାଇମବ୍ରାଞ୍ଚ
ଅର୍ଗସ ବ୍ୟୁରୋ: ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍‌ବ୍ରାଞ୍ଚକୁ ତଦନ୍ତ ଭାର । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଘାଣ୍ଟିବ କ୍ରାଇମ୍‌ବ୍ରାଞ୍ଚ ।କ୍ରାଇମବ୍ରାଞ୍ଚକୁ ତଦନ୍
ଜାମିନ୍
ଲଲ ଜାମିନ୍ ଆବେଦନ କରିନାହାନ୍ତି ବୋଲି ଦେଇଥିଲେ କି ମିଛ ବୟାନ ?
କିଏ କହୁଛି ସତ। ଭବ ପ୍ରକାଶ ଦାସ ଓରଫ ଲଲ ଦାସଙ୍କ ଓକିଲ ପୂର୍ଣ୍ଣ ଚନ୍ଦ୍ର ଦେଓ । ନା ବିଧାୟକ ହିମାଂଶୁ ସାହୁଙ୍କ ଓକିଲ ରଘୁନାଥ ଦାସ। ଶନିବାର ବିରଜା ହାଟରେ ବ୍ୟବସାୟୀଙ୍କୁ ଧମକ ଦେବା ଓ ମାଡ
ରାଜ୍ୟ ସରକାର
ବିଶ୍ବବିଦ୍ୟାଳୟଗୁଡ଼ିକୁ ପୁଣି ସ୍ବାୟତ୍ତତା ଫେରାଇବାକୁ ନିଷ୍ପତି ନେଲେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: କୂଳପତି ଓ ପ୍ରଫେସର ଚୟନ କ୍ଷେତ୍ରରେ ବିଶ୍ବବିଦ୍ୟାଳୟଗୁଡ଼ିକୁ ସ୍ବାୟତତ୍ତା ଫେରାଇବା ପ୍ରସଙ୍ଗରେ ରାଜ୍ୟ କ୍ୟାବିନେଟ ନେଇଛି ବଡ଼ ନିଷ୍ପତ୍ତି। ଓଡ଼ିଶ
‘ସୁଭଦ୍ରା’ ଟଙ୍କା
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
ଅର୍ଗସ ବ୍ୟୁରୋ: ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକ
ପ୍ରଧାନମନ୍ତ୍ରୀ
୨୦୩୬ ବେଳକୁ ଓଡ଼ିଶାକୁ ଦେଶର ସଶକ୍ତ ଓ ସମୃଦ୍ଧ ରାଜ୍ୟ କରିବାକୁ ଲକ୍ଷ୍ୟ : ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ: ପ୍ରଥମ ଥର ପାଇଁ ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀ । ନୂଆଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କୁ ଭବ୍