ରାଜ୍ୟରେ IAS ସ୍ତରରେ ଅଦଳବଦଳ
by Argus News
Sun, Nov 24 | 7:47 a.m.

ଅର୍ଗସ ବ୍ୟୁରୋ:  ରାଜ୍ୟରେ IAS ସ୍ତରରେ ଅଦଳବଦଳ। ବରିଷ୍ଠ ଆଇଏସଙ୍କୁ ଅତିରିକ୍ତ ଦାୟିତ୍ବ ନେଇ ବିଜ୍ଞପ୍ତି ପ୍ରକାଶ। ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ESI ବିଭାଗର ପ୍ରମୁଖ ସଚିବ ଦାୟିତ୍ବ। ଇନ୍ଦ୍ରମଣୀ ତ୍ରିପାଠୀ ହେଲେ ଶ୍ରମ କମିଶନର, ଯାମିନୀ ଷଡ଼ଙ୍ଗୀ ହେଲେ ସିଟି-ଜିଏସଟି କମିଶନର। ସୁଧାଂଶୁ ମୋହନ ସାମଲଙ୍କୁ ଓଏମସି ପରିଚାଳନ ନିର୍ଦ୍ଦେଶକ ଦାୟିତ୍ବ ମିଳିଛି। ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ଏବଂ ସିଦ୍ଧାର୍ଥ ଦାସଙ୍କୁ ସମବାୟ ସମିତିର ରେଜିଷ୍ଟାର ଅତିରିକ୍ତ ଦାୟିତ୍ବ,
ମୋନିକା ପ୍ରିୟଦର୍ଶିନୀଙ୍କୁ ଜୀବକା ମିଶନ ନିର୍ଦ୍ଦେଶିକ ଦାୟିତ୍ବ ଦିଆଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

SPORTS
ଭାରତ ଦ୍ୱିତୀୟ ଇନିଂସରେ ୧୭୨ ରନ କରିଛି ସଂଗ୍ରହ
ଅର୍ଗସ ବ୍ୟୁରୋ: ପର୍ଥ ଟେଷ୍ଟରେ ଦୃଢ଼ ସ୍ଥିତିରେ ଭାରତ । ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟର ଦ୍ବିତୀୟ ଦିବସ ଖେଳ ଶେଷ ସୁଦ୍ଧା ଭାରତ ଦ୍ବିତୀୟ ଇନିଂସରେ କୌଣସି ୱିକେଟ
BALI JATRA
୧୫ରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ସରିଛି
ଅର୍ଗସ ବ୍ୟୁରୋ: ସରିଲା କଟକର ଐତିହାସିକ ବାଲିଯାତ୍ରା। ଗତ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ବାଲିଯାତ୍ରା ଉଦଯାପିତ ହୋଇଛି। ଉଦଯାପନୀ ଉତ୍ସବରେ ଆଇନ ମନ୍ତ୍ରୀ ପୃଥ୍ବୀରା
MODI
ଓଡ଼ିଶା ପର୍ବର ଆଜି ଶେଷ ଦିନ, ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଅର୍ଗସ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ଚାଲିଥିବା ଓଡ଼ିଶା ପର୍ବର ଆଜି ଶେଷ ଦିନ। ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି
GPR
ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେଲା ରତ୍ନ ଭଣ୍ଡାର ଜିପିଆର୍‌ ସର୍ଭେ ରିପୋର୍ଟ
ଅର୍ଗସ ବ୍ୟୁରୋ: ଆସିଲା ରତ୍ନ ଭଣ୍ଡାର ଜିପିଆର୍‌ ସର୍ଭେ ରିପୋର୍ଟ । ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେଲା ରତ୍ନ ଭଣ୍ଡାର ଜିପିଆର୍‌/ ଜିପିଏସ୍‌ ସର୍ଭେ ରିପୋର୍
CABINET
ରାଜ୍ୟ କ୍ୟାବିନେଟ ବୈଠକରେ ଦୁଇଟି ପ୍ରସ୍ତାବକୁ ଅନୁମୋଦନ
ଅର୍ଗସ ବ୍ୟୁରୋ: ରାଜ୍ୟ କ୍ୟାବିନେଟ ବୈଠକରେ ଦୁଇଟି ପ୍ରସ୍ତାବକୁ ଅନୁମୋଦନ । ବିଶ୍ବବିଦ୍ୟାଳୟ ଅଧିନିୟମରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ସହ ଶିଳ୍ପନୀତି ୨୦୧୫ର ୨ଟି ସଂଶୋଧନକ