ଛତିଶଗଡ଼ ସୁକମାରେ ଆଇଇଡି ବ୍ଲାଷ୍ଟ: ୨ ଯବାନ ଗୁରୁତର
by Argus News
Mon, Dec 11 | 1:47 p.m.

ଅର୍ଗସ ବ୍ୟୁରୋ: ଛତିଶଗଡ଼ ସୁକମାରେ ଆଇଇଡି ବିସ୍ଫୋରଣ ଘଟିଛି। ଏହି ବିସ୍ପୋରଣରେ ଦୁଇ crpf ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। 
ରାସ୍ତା ନିର୍ମାଣ କାର୍ଯ୍ୟକୁ ସୁରକ୍ଷା ଦେବାକୁ ଯାଇଥିଲେ ସିଆରପିଏଫ ଓ କୋବ୍ରା  ଯବାନ।

କିନ୍ତୁ ହଠାତ ଆଇଇଡି ବିସ୍ଫୋରଣ ହେବାରୁ ଆହତ ହୋଇପଡ଼ିଛନ୍ତି। ଗୁରୁତର ଯବାନଙ୍କ ଚିକିତ୍ସା ପାଇଁ  ହେଲିକପ୍ଟର ଯୋଗେ ରାୟପୁର ପଠାଯାଉଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ