ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର: 15 ବର୍ଷ ହେଲାଣି ଗଛତଳେ ପାଠପଢା
by Argus News
Fri, Apr 05 | 10:49 a.m.

ମୟୂରଭଞ୍ଜ:  ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର । 15 ବର୍ଷ ହେଲାଣି ଗଛତଳେ ଚାଲିଛି ପାଠପଢା । ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କ ନିଜ ନିର୍ବାଚନ ମଣ୍ଡଳୀରେ ଭୁଶୁଡିଛି ଶିକ୍ଷା ବ୍ୟବସ୍ଥା । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ ଝଟିଆଳି ଗାଁରେ ଗଛ ମୂଳେ ଗଢ଼ା ହେଉଛି ଦେଶର ଭବିଷ୍ୟତ ।

2021ରେ ପ୍ରଶାସନ ତରଫରୁ ଅଙ୍ଗନବାଡି ଗୃହ ନିର୍ମାଣ ପାଇଁ 6ଲକ୍ଷ ଟଙ୍କା ଅନୁଦାନରେ ଆରମ୍ଭ ହୋଇଥିଲା ନୂତନ ଅଙ୍ଗନବାଡି କେନ୍ଦ୍ର । କିନ୍ତୁ 3ବର୍ଷ ପରେ ବି ଶେଷ ହେଉନି ଅଙ୍ଗନବାଡି଼ ନିର୍ମାଣ କାମ । ଗ୍ରାମବାସୀ ବାରମ୍ବାର ବିଡ଼ିଓଙ୍କୁ ଅଭିଯୋଗ କରିବା ପରେ ମଧ୍ୟ ଫଳ ଶୂନ । କିଛିଦିନ ପୂର୍ବରୁ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଝଟିଆଳି ଗ୍ରାମକୁ ଯାଇ ସ୍କୁଲ ପରିଦର୍ଶନ କରିଥିଲେ । ଖୁବଶୀଘ୍ର କାମ ସରିବା ନେଇ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ । ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର ପାଲଟିଛି ।  ଆଜି ବି ଅସୁରକ୍ଷିତ ଭାବେ ଗଛ ତଳେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

EMPLOYEES
କମ୍ପାନୀରେ ବାରମ୍ବାର ବିଷାକ୍ତ ଗ୍ୟାସ ଲିକ ଯୋଗୁଁ ଘଟୁଛି ଅଘଟଣ
ଅର୍ଗସ ବ୍ୟୁରୋ: ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳ । ବାଲେଶ୍ଵରରେ ଛତୁ ଫୁଟିଲା ଭଳି ମାଳ ମାଳ ଚିଙ୍ଗୁଡ଼ି କମ୍ପାନୀ । କମ୍ପାନୀରେ ନିୟୋଜିତ ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳୁଛନ୍ତ
BAJRANG PARTY
ଗୋମାଂସ କଟାକୁ ବିରୋଧ: ବଜରଙ୍ଗ ଦଳର କର୍ମୀଙ୍କୁ ଆକ୍ରମଣ, ୧୫ ଆହତ
ଅର୍ଗସ ବ୍ୟୁରୋ: ଧର୍ମକ୍ଷେତ୍ର କାକଟପୁରରେ ଗୋମାଂସ କଟାକୁ ନେଇ ବିବାଦ । ପବିତ୍ର ସମେଶ୍ୱର ମନ୍ଦିର ନିକଟର ଥିବା ବସ୍ତିରେ ଗୋମାଂସ କଟାକୁ ବିରୋଧ କରାଯିବାରୁ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ
TIGER
ବାରିପଦା ସହରରେ କଲରାପତରିଆ ବାଘ ଆତଙ୍କ
ଅର୍ଗସ ବ୍ୟୁରୋ: ବାରିପଦା ସହରରେ ବାଘ ଆତଙ୍କ ।ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ