ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ପ୍ରତି ପରିବାରକୁ ଦିଆଯିବ ୧ହଜାର ଟଙ୍କା
by Argus News
Mon, Feb 12 | 8:20 p.m.

ଅର୍ଗସ ବ୍ୟୁରୋ: 2024 ନିର୍ବାଚନ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ସରକାର ଏକ ହଜାର ଟଙ୍କା ଲେଖାଏଁ ବାଣ୍ଟିବେ। ଏ ନେଇ କ୍ୟାବିନେଟରେ ନିଆଯାଇଛି ନିଷ୍ପତ୍ତି। ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ରାଜ୍ୟର 95 ଲକ୍ଷରୁ ଅଧିକ ପରିବାରଙ୍କୁ ଏକ ହଜାର ଟଙ୍କା ଓ ଦୁଇଟି ଲେଖାଏଁ ବ୍ୟାଗ ବାଣ୍ଟିବେ ରାଜ୍ୟ ସରକାର। 

ଏହାକୁ ମିଶାଇ କ୍ୟାବିନେଟରେ 27ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ୱୟଂ ଯୋଜନା ନାଁରେ ଆରମ୍ଭ କରାଯାଉଥିବା ନୂଆ ଯୋଜନାରେ ଯୁବ ପୀଢ଼ିଙ୍କୁ 1 ଲକ୍ଷ ଟଙ୍କା ଲେଖାଏଁ ବିନା ସୁଧରେ ଋଣ ପ୍ରଦାନ କରାଯିବ। 18 ରୁ 35 ବର୍ଷ ବୟସର ଯୁବ ବର୍ଗ ଏହି ଋଣ ପାଇବେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ