ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
by Argus News
Wed, Oct 23 | 9:26 p.m.

ଅର୍ଗସ ବ୍ୟୁରୋ: ଧାମରା ଆଦାନୀ ପୋର୍ଟରେ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପୋର୍ଟ କର୍ତ୍ତୃପକ୍ଷଙ୍କ ସହ  ଉପସ୍ଥିତ ଅଛନ୍ତି ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଜନ ପ୍ରତିନିଧି। ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀଙ୍କ ସହ ଉପସ୍ଥିତ ଅଛନ୍ତି ଜିଲ୍ଲା BJP ର ଯୁବ ନେତାଙ୍କ ସହ ସ୍ଥାନୀୟ ନେତୃମଣ୍ଡଳୀ। 

IMD ର ଆକଳନ ଅନୁସାରେ ଧାମରା ଠୁ ଭିତର କନିକା ଭିତର ବାତ୍ୟା ଦାନା ଲ୍ୟାଣ୍ଡ ଫଲ୍ କରୁଥିବା ବେଳେ ଏହାର ଗୁରୁତ୍ଵକୁ ଆଖି ଆଗରେ ରଖି ଏହି ବୈଠକ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀ ଅଧ୍ୟକ୍ଷତାରେ ଆୟୋଜିତ ହେଇ ସମସ୍ତ ଶେଷ ପ୍ରସ୍ତୁତି ଓ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିବା ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

CM REVIEW
ତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷ
CYCLONE UPDATE
କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9ଟା ପର୍ଯ୍ୟନ୍ତ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି
ଧାମରା ପୋର୍ଟରେ
ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଅର୍ଗସ ବ୍ୟୁରୋ: ଧାମରା ଆଦାନୀ ପୋର୍ଟରେ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପୋର୍ଟ କର୍ତ୍ତୃପକ୍ଷଙ୍କ ସହ ଉପସ୍ଥିତ ଅଛନ୍ତି ଜିଲ୍ଲାର ବିଭିନ୍