ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
by Argus News
Fri, Oct 18 | 11:35 a.m.

ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲେ ମାଓବାଦୀଙ୍କ ଆୟ ବି ହ୍ରାସ ପାଇବ। ଓଡିଶା DGP ଭାବେ ଦାୟିତ୍ଵ ଗ୍ରହଣ ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ କନ୍ଧମାଳ ଗସ୍ତ କରିବା ଅବସରରେ DGP ୱାଇ ବି ଖୁରାନିଆ ଏପରି କହିଛନ୍ତି। 

ଡିଜିପିଙ୍କ ସହିତ ଆଇଜି ଅପରେସନ ଜୟ ନାରାୟଣ ପଙ୍କଜ, ଏସ ଆଇ ଡବ୍ଲ୍ୟୁ ଡିଆଇଜି କନୱର ବିଶାଲ ସିଂ, ଦକ୍ଷିଣାଞ୍ଚଳ ରେଞ୍ଜ୍ ଡିଆଇଜି ସାର୍ଥକ ଷଡଙ୍ଗୀ, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଏସପି ହରିଶ ବିଶି ଜିଲ୍ଲାର ମାଓ ପ୍ରବଣ ଅଞ୍ଚଳ ଓ କ୍ୟାମ୍ପ ଗସ୍ତ କରିଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ନାବାଳକ
17m ago
୧୧ ବର୍ଷ ନାବାଳକର ମୃତ ଦେହ ଉଦ୍ଧାର, ବଳି ଦିଆଯାଇଥିବା ସନ୍ଦେହ
ବଲାଙ୍ଗୀର : ୧୧ ବର୍ଷର ନାବାଳକକୁ ବଳି । ଏଭଳି ସାଘାଂତିକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ଜଳପାକେର ଗାଁରୁ । ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି । ଅଭିଯୁକ୍ତକୁ ଗିରଫ ଦାବିରେ ଗ୍ରାମବାସ
CHOLESTEROL
45m ago
କୋଲେଷ୍ଟ୍ରଲ କମାଇବା ପାଇଁ କେଉଁ ରୁଟି ଖାଇବା?
ଅର୍ଗସ ବ୍ୟୁରୋ: ଆଜିକାଲି ସମସ୍ତେ ଖରାପ ଜୀବନଶୈଳୀ ହେତୁ ଅନେକ ପ୍ରକାରର ରୋଗରେ ପଡୁଛନ୍ତି । ଜୀବନଶୈଳୀ ସମ୍ବନ୍ଧୀୟ ରୋଗ ମଧ୍ୟରେ ମୋଟାପଣ ହେଉଛି ସବୁଠାରୁ ବଡ ସମସ୍ୟା ଯାହା ଅନ୍ୟ ବିପଜ୍ଜନ
ଥାନା ନିର୍ଯାତନା
45m ago
ଭରତପୁର ଥାନା ନିର୍ଯାତନା ଘଟଣାର ସମୀକ୍ଷା କରିଛନ୍ତି କମିଶନ
ଭୁବନେଶ୍ୱର: ଭରତପୁର ଥାନା ନିର୍ଯାତନା ଘଟଣାର ସମୀକ୍ଷା କରିଛନ୍ତି କମିଶନ । ଗୃହ ସଚିବ, ସ୍ବତନ୍ତ୍ର ସଚିବଙ୍କ ସହ କ୍ରାଇମବ୍ରାଞ୍ଚ୍ ଏଡିଜି ଓ ତଦନ୍ତକାରୀ ଅଧିକାରୀ ଯୋଗ ଦେଇଥିଲେ । ତଦନ୍