ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ, ଆଜି ଯୁବ ସଂଗ୍ରାମ କାର୍ଯ୍ୟକ୍ରମରେ ଦେବେ ଯୋଗ
by Argus News
Sat, Dec 02 | 7:07 a.m.

ଅର୍ଗସ ବ୍ୟୁରୋ : ଓଡ଼ିଶାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଭୁବନେଶ୍ବରର ହୋଟେଲ ମେ ଫେୟାରରେ ଯୁବ ସଂଗ୍ରାମ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଏହାପରେ ଏନର୍ଜି ଫୋରମ ପକ୍ଷରୁ ଆୟୋଜିତ ପୂର୍ବୋଦୟ ପ୍ରସପେକ୍ଟିଭର ଆନ୍ତର୍ଜାତୀୟ ସମ୍ମିଳନୀରେ ଯୋଗ ଦେବେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଅପରାହ୍ନରେ ମୁଣ୍ଡୁଳିର ଜବାହାର ନବୋଦୟ ବିଦ୍ୟାଳୟରେ ଫୁଟବଲ ଫର ସ୍କୁଲ୍ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ସଂଧ୍ୟାରେ ଅନୁଗୋଳର ନାଲ୍କୋ ଗେଷ୍ଟ ହାଉସରେ ରାତ୍ରି ଯାପନ କରିବେ । ଆସନ୍ତାକାଲି ତାଳଚେର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ