କାର୍ତ୍ତିକ ମାସରେ ଶ୍ରୀ ମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା
by Argus News
Wed, Oct 16 | 7:08 p.m.

ଅର୍ଗସ ବ୍ୟୁରୋ:କାର୍ତ୍ତିକ ମାସରେ ଶ୍ରୀ ମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଲାଗିଛି କଟକଣା। ୧୮ ତାରିଖରୁ କେବଳ ୨ଟି ଦ୍ବାର ଦେଇ ଶ୍ରୀ ମନ୍ଦିରକୁ ପ୍ରବେଶ କରିବେ ଭକ୍ତ ଅର୍ଥାତ ସିଂହଦ୍ବାର ଏବଂ ପଶ୍ଚିମ ଦ୍ବାର ଦେଇ ପ୍ରବେଶ ଅନୁମତି ମିଳିଛି। ଏହା ଭକ୍ତଙ୍କ ପାଇଁ ଲାଗୁ ହେବ କିନ୍ତୁ ସେବକ କିମ୍ବା ସେବକଙ୍କ ପରିବାର ପାଇଁ ଏହା ଲାଗୁ ହେବ ନାହିଁ। ସିଂହଦ୍ବାର ବ୍ୟତିତ ୩ ଦ୍ବାର ଦେଇ ଶ୍ରୀ ମନ୍ଦିରରୁ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ


 

ଆଦାନୀ
ଆଦାନୀ କିଣିଲା ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ
ଅର୍ଗସ ବ୍ୟୁରୋ:ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ କିଣିଲା ଆଦାନୀ ଏଣ୍ଟରପ୍ରାଇଜ୍ରସ ଲିମିଟେଡ୍। ଫଳରେ ଆଦାନୀ ଗ୍ରୁପର ସହାୟକ କମ୍ପାନୀ ଆଦାନୀ ଏୟାରପୋର୍ଟ ହୋଲ୍ଡିଂ ଲିମିଟେଡ
ଲିଜେଣ୍ଡସ୍ ଲିଗ୍
ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ସଦର୍ଣ୍ଣ  ସୁପରଷ୍ଟାର ସହ କୋଣାର୍କ ସୂର୍ଯ୍ୟାସ୍ ସହ ଫାଇନାଲ୍ ମୁକାବିଲା
ଅର୍ଗସ ବ୍ୟୁରୋ: ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ୨୦୨୪ । ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ଚାଲିଛି ଫାଇନାଲ୍ ମ୍ୟାଚ୍। ଶକ୍ତିଶାଳୀ ସଦର୍ଣ୍ଣ ସୁପରଷ୍ଟାର ସହ ହେଉଛି କୋଣାର୍କ ସୂର୍ଯ୍ୟାସ
ରାଜଧାନୀରେ ଲୁଟ ଅପରେସନ
ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍, ୬ସାଇବର ଠକଙ୍କୁ ବାନ୍ଧିଲା କମିସନରେଟ୍ ପୋଲିସ
ଅର୍ଗସ ବ୍ୟୁରୋ:ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍। ଆପାର୍ଟମେଣ୍ଟରେ କଲସେଣ୍ଟର କରି ଲୁଟୁଥିଲେ ସାଇବର ମାଫିଆ। ଫ୍ଲୁଏଣ୍ଟ ଇଂଲିସରେ ଆମେରିକା, ଚୀନ, ଇଂଲଣ୍ଡ ଲୋକଙ୍କ