ତୀରନ୍ଦାଜି କ୍ୱାର୍ଟର ଫାଇନାଲରେ ଭାରତ
by Argus News
Fri, Jul 26 | 12:56 p.m.

ଅର୍ଗସ ବ୍ୟୁରୋ:ପ୍ୟାରିସ୍ ଅଲମ୍ପିକ୍ସ ରାକିଂ ରାଉଣ୍ଡରେ ଭାରତର ମହିଳା ତୀରନ୍ଦାଜୀ ଦଳ ଭଲ ପ୍ରଦର୍ଶନ କରି ସଭିଙ୍କ ହୃଦୟ ଜିତିବା ସହ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଚମକିଛନ୍ତି ଭାରତୀୟ କ୍ରୀଡ଼ାବିତ୍ । ଭାରତ ୧୯୮୩ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ରହିବା ସହ  ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। କ୍ୱାର୍ଟର ଫାଇନାଲରେ ଭାରତ ଫ୍ରାନ୍ସ ବନାମ ନେଦରଲାଣ୍ଡମ୍ୟାଚର ବିଜେତାଙ୍କୁ ଭେଟିବ। 


ଭାରତ ପକ୍ଷରୁ ଦୀପିକା କୁମାରୀ, ଅଙ୍କିତା ଭଗତ ଓ ଭଜନ କୌର ମୋଟ ୧୯୮୩ ପଏଣ୍ଟ ହାସଲ କରିଛନ୍ତି। ଏହା ସହ ଭାରତୀୟ ଦଳ ଚତୁର୍ଥ ସ୍ଥାନରେ ରହି କ୍ୱାର୍ଟର ଫାଇନାଲରେ ସ୍ଥାନ ପକ୍କା କରିଛି।ଅଙ୍କିତା ୭୨ ଟି ସଟ୍ ସହ ମୋଟ ୬୬୬ ପଏଣ୍ଟ ହାସଲ କରି ୧୧, ଭଜନ କୌର ୨୨ ଓ ଦୀପିକା କୁମାରୀ ୨୩ତମ ସ୍ଥାନରେ ରହିଥିଲେ। ଅଙ୍କିତା ଶେଷ ଦୁଇ ସେଟ୍ ରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ୧୨୦ରୁ ୧୧୨ ରନ୍ କରିଥିଲେ। ବିଶେଷ କରି ଭଜନ କୌର ମୋଟ ୬୫୯ ପଏଣ୍ଟ ସ୍କୋର କରିଥିଲେ। ଦୀପିକା କୁମାରୀ ଓ ଭଜନ କୌର ମଧ୍ୟ ଶ୍ରେଷ୍ଠ ୨୦ରୁ ବାଦ୍ ପଡ଼ିଛନ୍ତି।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା