ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ 
by Argus News
Wed, Sep 18 | 9:37 p.m.

 ନୂଆଦିଲ୍ଲୀ:  ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖି ଚିକିତ୍ସା କରାଯାଉଛି । ପୂର୍ବରୁ ନୂଆଦିଲ୍ଲୀରେ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ଏଥିସହ ବର୍ତ୍ତମାନ ସୁଦ୍ଧା ଭାରତରେ ଦୁଇଜଣ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି । ଗତ ସପ୍ତାହରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଙ୍କିପକ୍ସ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ଗାଇଡଲାଇନ୍ ପ୍ରସ୍ତୁତ କରାଯାଇଥିଲା । 
ଅଧିକ ପଢନ୍ତୁ ଭାରତ ଖବର 

ବାଲେଶ୍ବର ବନ୍ୟା
30m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ