୧୩ ବର୍ଷ ପରେ ଟିମ୍ ଇଣ୍ଡିଆ ପାଖରେ ପୁଣି ବିଶ୍ବ ଚାମ୍ପିଅନ୍ ହେବାର ସୁଯୋଗ
by Argus News
Sat, Jun 29 | 7:25 p.m.

ଅର୍ଗସ ବ୍ୟୁରୋ: ଆଉ କିଛି ସମୟ ପରେ ଆରମ୍ଭ ହେବ ଫଟାଫଟ କ୍ରିକେଟର ଫାଇନାଲ୍ । ଟି-ଟ୍ବେଣ୍ଟି ବିଶ୍ବକପ ଟାଇଟଲ୍ ପାଇଁ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ଲଢ଼େଇ । ୱେଷ୍ଟଇଣ୍ଡିଜ୍‌ର ବାର୍ବଡୋସରେ ଖେଳାଯିବ ଟି-ଟ୍ବେଣ୍ଟି ବିଶ୍ବକପ 2024 ଫାଇନାଲ । ଭାରତ ଓ ଦକ୍ଷିଣ ଆଫ୍ରୀକା ମଧ୍ୟରେ ଟ୍ରଫି ପାଇଁ ହେବ ମହାମୁକାବିଲା । 2007 ପ୍ରଥମ ସଂସ୍କରଣ ବିଜେତା ଭାରତ ତାର ପୂର୍ବ ଐତିହ୍ୟ ପାଇଁ ଲଢିଇ କରିବ । ୧୩ ବର୍ଷ ପରେ ଟିମ୍ ଇଣ୍ଡିଆ ପାଖରେ ପୁଣି ବିଶ୍ବ ଚାମ୍ପିଅନ୍ ହେବାର ସୁଯୋଗ ।

ଅନ୍ୟ ପକ୍ଷରେ ଆଇସିସି ବିଶ୍ବକପ ପ୍ରତିଯୋଗିତାରେ ପ୍ରଥମ ଥର ପାଇଁ ଫାଇନଲାରେ ପହଞ୍ଚିଥିବା ଦକ୍ଷିଣ ଆଫ୍ରିକା ଟ୍ରଫି ଜିତି ଇତିହାସ ରଚିବାକୁ ରଖିଛି ଲକ୍ଷ । ଭରତୀୟ ଦଳର ବ୍ୟାଟିଂ ଭାର ରୋହିତଙ୍କ ସମେତ ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଋିଷଭ ପନ୍ତ୍, ହାର୍ଦିକ ପାଣ୍ଡ୍ୟାଙ୍କ ଉପରେ ନିର୍ଭର କରୁଛି । ସେପଟେ ସ୍ଥାନୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାର୍ବାଡୋସରେ ବର୍ଷା ହେବାର ସମ୍ଭାବନା ରହିଛି । ଟିମ ଇଣ୍ଡିଆର ଶୁଭମନାସି ବିଭିନ୍ନ ସ୍ଥାନରେ ଚାଲିଛି ପୂଜାର୍ଚ୍ଚନା । 

 

ହାତୀ
ହାତୀ ମଣିଷ ଲଢ଼େଇ ରୋକିବାକୁ ବନ ବିଭାର ବଡ ପ୍ଲାନ
ଭୁବନେଶ୍ୱର: ହାତୀ ମଣିଷ ଲଢ଼େଇ ରୋକିବାକୁ ବନବିଭାର ବଡ଼ ପ୍ଲାନ୍। ସ୍କାନରରେ ରହିବେ ଲୋନଲି ଟସ୍କର। ଅମାନିଆ ଦନ୍ତାଙ୍କ ଆଚରଣ ସୁଧାରିବ ବନ ବିଭାଗ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଲେ
RAIL LINE
ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନ ନିର୍ମାଣ ଆଗେଇବାର ହେଲା ସମୀକ୍ଷା
ଅର୍ଗସ ବ୍ୟୁରୋ: ରାଜ୍ୟରେ ଦ୍ରୁତଗତିରେ ଆଗେଇ ଚାଲିବ ରେଳ ପ୍ରକଳ୍ପ । ରେଳ ସଦନରେ ରେଳ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ଏନେଇ ସ୍ପଷ୍ଟ ସୂଚନା ମିଳିପାରିଛି । ଗୁରୁତ୍ବପୂର୍ଣ୍ଣ କଥା ହେଉଛ
ଫୌଜଦାରୀ ଆଇନ
ବ୍ରିଟିଶ ଆଇନର ହେଲା ଭାରତୀୟକରଣ
ଅର୍ଗସ ବ୍ୟୁରୋ: ଭାରତରେ ଆଉ ଚଳିବନି ୧୬୦ ବର୍ଷ ପୂର୍ବ ବ୍ରିଟିଶ ଅମଳର ଫୌଜଦାରୀ ଆଇନ । ଅପରାଧିକ ନ୍ୟାୟ ପ୍ରଣାଳୀରେ ଆଜିଠୁ ହୋଇଛି ଆମୂଳଚୂଳ ପରିବର୍ତ୍ତନ । ଭାରତୀୟ ଦଣ୍ଡବିଧି ଆଇନରେ ବ୍ୟାପ