ଆଜିଠୁ ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦,ସୂର୍ଯ୍ୟଙ୍କ ଉପରେ ନଜର
by Argus News
Sat, Jul 27 | 10:37 a.m.

ଅର୍ଗସ ବ୍ୟୁରୋ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଆଜିଠୁ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ଦେଖିବାକୁ ମିଳିବ। ପଲ୍ଲେକେଲରେ ମୁହାଁମୁହିଁ ହେବେ ଉଭୟ ଦଳ। ସୂର୍ଯ୍ୟକୁମାରଙ୍କ ଅଧିନାୟକତ୍ବ ଉପରେ ରହିଛି ସମସ୍ତଙ୍କ ନଜର। ଟି-୨୦ରେ କମାଣ୍ଡ ବିସିସିଆଇ ନ୍ୟସ୍ତ କରିଛି ସୂର୍ଯ୍ୟଙ୍କ କାନ୍ଧରେ। ଏଥିସହ ଭାରତୀୟ କ୍ରିକେଟରେ ହେବ ନୂଆ ଅଧ୍ୟାୟର ଶୁଭାରମ୍ଭ। ନୂଆ ଅଧିନାୟକ,ନୂଆ ହେଡ୍ କୋଚ୍ ସୂର୍ଯ୍ୟ କୁମାର ଯାଦବ ଏବଂ ଗୌତମ ଗମ୍ଭୀରଙ୍କ ପ୍ରଦର୍ଶନ ଉପରେ ରହିଛି ସଭିଙ୍କ ନଜର। ଉଭୟ ଟି-୨୦ ଓ ୱାନ୍ ଡେ ପାଇଁ ଶୁବମନ୍ ଗିଲ୍ ହୋଇଛନ୍ତି ଭାରତର ଉପଅଧିନାୟକ। ଗିଲ୍‌ଙ୍କ ନେତୃତ୍ୱରେ ଭାରତ ନିକଟରେ ଶେଷ ହୋଇଥିବା ଜିମ୍ବାୱେ ବିପକ୍ଷ ଟ୍ୱେଣ୍ଟି-୨୦ ଶୃଙ୍ଖଳାକୁ ୪-୧ରେ ଜିତିଥିଲା। ସେପଟେ ଶ୍ରୀଲଙ୍କା ଟିମର ନୂଆ ଅଧିନାୟକ ହୋଇଛନ୍ତି ଚରିଥ ଅସଲଙ୍କା। ୩ଟି ଟି- ଟ୍ୱେଣ୍ଟି ପରେ, ଶ୍ରୀଲଙ୍କାରେ ୩ଟି ଦିନିକିଆ ମ୍ୟାଚ୍ ଖେଳିବ ଭାରତ। 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା