ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦,ଟସ୍‌ ହାରିଲେ ସୂର୍ଯ୍ୟ କୁମାର 
by Argus News
Sat, Jul 27 | 7:29 p.m.


ଅର୍ଗସ ବ୍ୟୁରୋ:ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ଟସ୍‌ ହାରିଛନ୍ତି। ଶ୍ରୀଲଙ୍କାର ଅଧିନାୟକ ଚରିଥ ଅସଲଙ୍କା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଯଶସ୍ୱୀ ଜୈସୱାଲଙ୍କ ସହ ଶୁବମନ ଗିଲ୍‌ ଙ୍କ ସହ ଇନିଂସ ଆରମ୍ଭ କରିଛନ୍ତି। ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ୩ନଂ ସ୍ଥାନରେ ଖେଳିବେ।

ଦଳରେ ରିୟାନ ପରାଗ, ରିଙ୍କୁ ସିଂହ, ହାର୍ଦ୍ଦିକ ପାଣ୍ଡ୍ୟା,ଅକ୍ଷର ପଟେଲ, ଅର୍ଶଦୀପ ସିଂହ, ରବି ବିଷ୍ଣୋଇ ଓ ମହମ୍ମଦ ସିରାଜ ଖେଳୁଛନ୍ତି। ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଆଜିଠୁ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ଦେଖିବାକୁ ମିଳିବ। ଏଥିସହ ଭାରତୀୟ କ୍ରିକେଟରେ ନୂଆ ଅଧ୍ୟାୟର ଶୁଭାରମ୍ଭ ହୋଇସାରିଛି। ନୂଆ ଅଧିନାୟକ,ନୂଆ ହେଡ୍ କୋଚ୍ ସୂର୍ଯ୍ୟ କୁମାର ଯାଦବ ଏବଂ ଗୌତମ ଗମ୍ଭୀରଙ୍କ ପ୍ରଦର୍ଶନ ଉପରେ ରହିଛି ସଭିଙ୍କ ନଜର
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା