ହକିରେ ସ୍ପେନ ବିପକ୍ଷରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ
by Argus News
Tue, Feb 20 | 8:16 a.m.

ଅର୍ଗସ ବ୍ୟୁରୋ:  ପୁରୁଷ ପ୍ରୋଲିଗ୍ ହକିରେ ସ୍ପେନ ବିପକ୍ଷରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ । ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ସ୍ପେନ୍ ବିପକ୍ଷ ମ୍ୟାଚ୍କୁ ସୁଟ୍ଆଉଟରେ ୭-୮ ଗୋଲରେ ଜିତିନେଇଛି ଭାରତ। ମ୍ୟାଚର ନିର୍ଦ୍ଧାରିତ ସମୟ ପର୍ଯ୍ୟନ୍ତ ଉଭୟ ଦଳ ୨-୨ରେ ବରାବର ଥିବାବେଳେ ସୁଟଆଉଟରେ ହୋଇଥିଲା ଫଇସଲା । ଏହାସହ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଭାରତୀୟ ଦଳ ଅପରାଜେୟ ରହିବାର ରେକର୍ଡକୁ ଅକ୍ଷୂର୍ଣ୍ଣ ରଖିଛି। ସୋମବାର ଖେଳାଯାଇଥିବା ଅନ୍ୟ ଏକ ମ୍ୟାଚରେ ନେଦରଲାଣ୍ଡ୍ସ ୨-୧ ଗୋଲରେ ଆୟର୍ଲାଣ୍ଡ୍କୁ ପରାସ୍ତ କରିଛି।

ଅଧିକ ପଢ଼ନ୍ତୁ ଖେଳ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ