ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଖେଳିବ T-20 ବିଶ୍ୱକପ୍
by Argus News
Tue, Apr 30 | 4:01 p.m.

ଅର୍ଗସ ବ୍ୟୁରୋ : ଟି-୨୦ ବିଶ୍ୱକପ୍ ପାଇଁ ଆଜି ଘୋଷଣା ହେଲା ଭାରତୀୟ ଦଳ । ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି ବିସିସିଆଇ । ରୋହିତ ଶର୍ମାଙ୍କ ନେତୃତ୍ବରେ ବିଶ୍ବକପ୍ ଖେଳିବ ଭାରତୀୟ ଦଳ । ହାର୍ଦ୍ଦିକ ପାଣ୍ଡ୍ୟା ଭାରତୀୟ ଦଳର ଉପ ଅଧିନାୟକ ରହିଛନ୍ତି ।

ଅଧିକ ପଢନ୍ତୁ ଖେଳ ଖବର

ଭାରତୀୟ ଦଳ – ରୋହିତ ଶର୍ମା (ଅଧିନାୟକ) ବିରାଟ କୋହଲି, ଯଶସ୍ବୀ ଜୟଶ୍ବାଲ ସୂର୍ଯ୍ୟକୁମାର ଯାଦବ, ଋଷଭ ପନ୍ଥ, ଶିଭମ ଦୁବେ, ହାର୍ଦ୍ଦିକ ପାଣ୍ଡ୍ୟା(ଉପ ଅଧିନାୟକ), ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ଯଶପ୍ରୀତ ବୁମରା, ଅର୍ଶଦୀପ ସିଂହ, ଯୁଜବେନ୍ଦ୍ର ଚହଲ, ସଞ୍ଜୁ ସାମସନ ଓ ମହମ୍ମଦ ସିରାଜ

ଭାରତୀୟ ଦଳରେ 4 ଜଣ ରିଜର୍ଭ ଖେଳାଳି ହେଲେ- ଶୁଭମନ ଗିଲ, ରିଙ୍କୁ ସିଂହ, ଖଲିଲ ଅହମ୍ମଦ, ଅବେଶ ଖାନ୍ ରିଜର୍ଭ ପ୍ଲେୟାର । ଜୁନ୍ ୨ରୁ ଆରମ୍ଭ ହେବ ଟି-ଟ୍ବେଣ୍ଟି କ୍ରିକେଟ୍ ବିଶ୍ବକପ୍ । ଆମେରିକା ଓ କାନାଡ଼ାରେ ଖେଳାଯିବ ବିଶ୍ବକପ୍ ଟୁର୍ଣ୍ଣାମେଣ୍ଟ ପାକିସ୍ତାନ, ଆୟର୍ଲାଣ୍ଡ, କାନାଡ଼ା, ଆମେରିକା ସହ ଗ୍ରୁପ୍ `A’ରେ ଭାରତ । 

MODI
14m ago
ପୁରୀ ବଡ଼ଦାଣ୍ଡରେ ମୋଦି, ଆରମ୍ଭ ହେଲା ରୋଡ଼ ସୋ'
ଅର୍ଗସ ବ୍ୟୁରୋ : ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳୁ ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ପହଞ୍ଚିଥିଲେ ମୋଦି । ପୁରୀରେ ପହଞ୍ଚ
PM
27m ago
ଶ୍ରୀଜିଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି
ଅର୍ଗସ ବ୍ୟୁରୋ : ଜଗା ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି । ଶ୍ରୀମନ୍ଦିରେ କଲେ ପୂଜାର୍ଚ୍ଚନା । ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳ
PRIME MINISTER
36m ago
ଜୟନ୍ତଙ୍କୁ ପାଖକୁ ଡାକି କଣ କହିଲେ ପ୍ରଧାନମନ୍ତ୍ରୀ ?
ଅର୍ଗସ ବ୍ୟୁରୋ: ଜୟନ୍ତ ଷଡଙ୍ଗୀଙ୍କୁ କଣ କହିଲେ ମୋଦି ? ପାଖକୁ ଡାକିଲେ ଏବଂ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କୁ କିଛି କହୁଥିବାର ନଜର ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି