ଶୁଭମନ ଗିଲଙ୍କ ନେତୃତ୍ବରେ ମୈଦାଇନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ
by Argus News
Sat, Jul 06 | 8:13 a.m.

ଅର୍ଗସ ବ୍ୟୁରୋ:  ଆଜି ଠାରୁ ଆରମ୍ଭ ହେବ ଭାରତୀୟ ଟିମର ଜିମ୍ବାଓ୍ବେ ଟୁଅର୍। ଭିଭିଏସ ଲକ୍ଷ୍ମଣଙ୍କ ନେତୃତ୍ବରେ ଭାରତୀୟ କ୍ରିକେଟ ଦଳ ଜିମ୍ବାୱେ ଗସ୍ତରେ ଯାଇଛି। ଟି-୨୦ ବିଶ୍ବକପ୍ ପରେ ଭାରତୀୟ ଦଳ ଜିମ୍ବାୱେ ବିପକ୍ଷରେ ପାଞ୍ଚଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଅଧିକାଂଶ ବରିଷ୍ଠ ଖେଳାଳି ଏହି ଗସ୍ତରୁ ବାଦ୍‌ ପଡ଼ିଛନ୍ତି। ଯୁବ ଖେଳାଳିମାନଙ୍କୁ ଜିମ୍ବାୱେ ଯାତ୍ରା ପାଇଁ ଦଳରେ ସ୍ଥାନ ଦିଆଯାଇଛି।

ଶୁଭମନ ଗିଲଙ୍କୁ ଟିମ୍‌ ଇଣ୍ଡିଆର ଅଧିନାୟକ କରାଯାଇଛି। ଅଭିଷେକ ଶର୍ମା, ରିୟାନ ପରାଗ, ତୁଷାର ଦେଶପାଣ୍ଡେ ପ୍ରଥମ ଥର ପାଇଁ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି। ଜିମ୍ବାୱେରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଆନ୍ତର୍ଜାତୀୟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆଜି ଖେଳାଯିବ। ଭାରତୀୟ ସମୟ ଅପରାହ୍ନ ୪.୩୦ରେ ଆରମ୍ଭ ହେବ ମ୍ୟାଚ୍।

ଅଧିକ ପଢ଼ନ୍ତୁ ଖେଳ ଖବର:

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା