ଭାରତ-ଅଷ୍ଟ୍ରେଲିଆ ମୁହାଁମୁହିଁ, ଗୁଆହାଟୀର ବର୍ଷାପଡ଼ା ଷ୍ଟାଡିୟମ୍‌ରେ ଖେଳାଯିବ ମ୍ୟାଚ୍‌
by Argus News
Tue, Nov 28 | 7:44 a.m.

ଅର୍ଗସ ବ୍ୟୁରୋ:  ଆଜି ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟି-୨୦ । ଗୁଆହାଟୀର ବର୍ଷାପଡ଼ା ଷ୍ଟାଡିୟମ୍‌ରେ ଖେଳାଯିବ ମ୍ୟାଚ୍‌ । ଆଗୁଆ ସିରିଜ୍‌ କବ୍ଜା ଲକ୍ଷ୍ୟ ଭାରତୀୟ ଦଳ । ବିଶ୍ବକପ୍‌ ଫାଇନାଲ୍ ପରାଜୟ ପରେ ସପ୍ତାହକ ପାଇଁ ବିଶ୍ରାମ ନେଇଥିବା ଶ୍ରେୟସ ଆୟର ଦଳକୁ ଫେରୁଛନ୍ତି। ସେ ଋତୁରାଜ ଗାଏକ୍ବାଡଙ୍କଠାରୁ ଉପ ଅଧିନାୟକ ଦାୟିତ୍ବ ମଧ୍ୟ ସମ୍ଭାଳିବେ।

ଯଶସ୍ବୀ ଜୟସ୍ବାଲ, ଋତୁରାଜ ଗାଏକ୍ବାଡ, ଈଶାନ କିଶନ ଏବଂ ସୂର୍ଯ୍ୟକୁମାର ଯାଦବ ଜବରଦସ୍ତ ଫର୍ମରେ ଥିବାରୁ ଭାରତର ବ୍ୟାଟିଂକୁ ନେଇ ‌‌ସେଭଳି ଚିନ୍ତା ନାହିଁ। ସେପଟେ ଭାରତୀୟ ବୋଲିଂ ବାହିନୀ ପ୍ରଥମ ମ୍ୟାଚ୍ ତୁଳନାରେ ଦ୍ବିତୀୟରେ ଉନ୍ନତି କରିଥିଲେ। ବିଶ୍ବକପ୍‌ ବିଜେତା ଅଷ୍ଟ୍ରେଲିଆ ପାଇଁ ଆଜିର ମ୍ୟାଚ୍‌ ବଡ଼ ଚ୍ୟାଲେଞ୍ଜ ହେବ ବୋଲି ଅନୁମାନ କରାଯାଉଛି ।

ଅଧିକ ପଢ଼ନ୍ତୁ ଖେଳ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ