ପାକିସ୍ତାନକୁ ହରାଇ ଫାଇନାଲରେ ପ୍ରବେଶ କଲା ଅଷ୍ଟ୍ରେଲିଆ
by Argus News
Thu, Feb 08 | 9:39 p.m.

ଅର୍ଗସ ବ୍ୟୁରୋ : ଆସନ୍ତା ଫେବୃଆରୀ ୧୧ ତାରିଖରେ ଅଣ୍ଡର ୧୯ ବିଶ୍ବକପରେ ଫାଇନାଲ । ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଆଜି ପାକିସ୍ତାନକୁ ହରାଇ ଫାଇନାଲରେ ପ୍ରବେଶ କରିଛି ଅଷ୍ଟ୍ରେଲିଆ । ଦିନିକିଆ କ୍ରିକେଟର ବିଶ୍ୱକପ ଫାଇନାଲ ମ୍ୟାଚରେ ଉଭୟ ଦଳ ମଧ୍ୟରେ ଲଢେଇ କ୍ରିକେଟ ପ୍ରେମିଙ୍କ ମନରେ ଆହୁରି ଉତ୍ସାହ ଭରି ଦେଇଛି ।

ଅଧିକ ପଢନ୍ତୁ ଖେଳ ଖବର

ଆଜି ପାକିସ୍ତାନ ବିପକ୍ଷ ସେମି ଫାଇନାଲକୁ ଅଷ୍ଟ୍ରେଲିଆ ବେଶ ରୋମାଞ୍ଚକର ଢଙ୍ଗରେ ଜିତି ଫାଇନାଲ ଟିକେଟ ହାତେଇଛି । ଦିନକ ପୂର୍ବରୁ ଭାରତ ୨ ୱିକେଟରେ ଦକ୍ଷିଣ ଆଫ୍ରିକାକୁ ହରାଇ ୯ମ ଥର ଫାଇନାଲରେ ପ୍ରବେଶ କରିଥିଲା । ତେବେ ଏହି ଅଣ୍ଡର-୧୯ ବିଶ୍ୱକପର ଫାଇନାଲ ମ୍ୟାଚ ଫେବୃଆରୀ ୧୦ ତାରିଖରେ ଖେଳାଯିବ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ