ନ୍ୟୁଜଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ କରିବ ଭାରତୀୟ ମହିଳା ଟିମ୍
by Argus News
Fri, Oct 04 | 7:59 a.m.

ଅର୍ଗସ ବ୍ୟୁରୋ:  ଆଇସିସି ମହିଳା ଟି-20 ବିଶ୍ବକପରେ ଆଜି ନ୍ୟୁଜଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ କରିବ ଭାରତୀୟ ମହିଳା ଟିମ୍… ଗତକାଲି ଉଦଘାଟନୀ ମ୍ୟାଚରେ ସ୍କଟଲ୍ୟାଣ୍ଡକୁ ପରାସ୍ତ କରିଥିଲା ବାଂଲାଦେଶ...ଏହି ଟୁର୍ଣ୍ଣାମେଣ୍ଟ ବାଂଲାଦେଶରେ ଖେଳାଯିବାକୁ ଥିବାବେଳେ ରାଜନୈତିକ ହିଂସା କାରଣରୁ ଏହାକୁ ୟୁଏଇକୁ ସ୍ଥାନାନ୍ତର କରାଯାଇଥିଲା। ମହିଳା ଟି୨୦ରେ ଅଷ୍ଟ୍ରେଲିଆ ସବୁଠାରୁ ଶକ୍ତିଶାଳୀ ଦଳ ହୋଇଥିବା ବେଳେ ଏହାର ଆଧିପତ୍ୟ ଶେଷ କରିବା ପାଇଁ ଭାରତ, ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ପ୍ରୟାସ କରିବେ। ରବିବାର ପାକିସ୍ତାନ-ଭାରତ ମୁହାଁମୁହିଁ ହେବେ । ବିଶ୍ବକପରେ ଗ୍ରୁପ -Aରେ ସ୍ଥାନ ପାଇଛି ଟିମ୍ ଇଣ୍ଡିଆ।

ଅଧିକ ପଢ଼ନ୍ତୁ ଖେଳ ଖବର: 

ମ୍ୟାଚ
ଆଇସିସି ମହିଳା ଟି-୨୦ ବିଶ୍ୱକପ, ଭାରତ ଜିତିଲା ପ୍ରଥମ ମ୍ୟାଚ
ନୂଆଦିଲ୍ଲୀ: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ଜିତିଲା ପ୍ରଥମ ମ୍ୟାଚ । ଭାରତ ପାକିସ୍ତାନକୁ ୬ ୱିକେଟରେ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି । ଭାରତ ତାର ପ୍ରଥମ ମ୍ୟାଚର
ବେଆଇନ୍ ମେଡିସିନ୍
କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍ ?
ମାଲକାନଗିରି : କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍। ମାଲକାନଗିରି ମୋଟୁ ଇସଲାମନଗରର ବେଆଇନ୍ କାରବାର ପଛର କିଏ ସେହି ସଇତାନ୍। ମାସୁମ
ଆକ୍ସନ୍
ଭବାନୀପାଟଣା ଫରେଷ୍ଟର୍ ସଞ୍ଜୟ ନାୟକ ଆତ୍ମହତ୍ୟା ମାମଲାରେ ଆକ୍ସନ୍
କଳାହାଣ୍ଡି: ଚାରା ଦୁର୍ନୀତି କରୁଥିଲେ, ପିସି କାରବାର ପାଇଁ ଅଧନସ୍ଥ କର୍ମଚାରୀଙ୍କ ଉପରେ ମାନସିକ ଚାପ ପକାଉଥିଲେ। ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା କଲେ କଳାହାଣ୍ଡି ଜାରିଙ୍ଗି ହାଇଟେକ